କନ୍ଧମାଳରେ ଶୀତ ପ୍ରକୋପ, ରାତିରେ ୮ରୁ ୯ଡିଗ୍ରୀ ରହୁଛି ତାପମାତ୍ରା
ଜି.ଉଦୟଗିରି: କନ୍ଧମାଳ ଜିଲ୍ଲାରେ ଲାଗି ରହିଛି ଶୀତ ପ୍ରକୋପ । ରାତି ୮ଟା ହେଲେ ବଜାର, ସାହି, ଗଳିକନ୍ଦି ସମ୍ପୂର୍ଣ୍ଣ ଖାଁ ଖାଁ ଲାଗୁଛି । କୁହୁଡି ସାଙ୍ଗକୁ ଶୀତ ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଉଛି ।
ଲୋକମାନେ ଶୀତର ମଜା ନେବାପାଇଁ ବ୍ୟାୟାମ କରୁଥିବା ବେଳେ କିଛି ସ୍ଥାନରେ ଲୋକମାନେ…