Latest Odisha News

BREAKING NEWS

Browsing Tag

Winter Odisha

ହାଡ଼ଭଙ୍ଗା ଜାଡ଼: ଫୁଲବାଣୀରେ ୫.୫ ଡିଗ୍ରୀକୁ ଖସିଲା ପାରଦ, ୯ଟି ସହରରେ ତାପମାତ୍ରା ୧୦ଡିଗ୍ରୀରୁ କମ୍

ଭୁବନେଶ୍ୱର: ଖସୁଛି ପାରଦ । ଥରୁଛି ସାରା ଓଡ଼ିଶା । ଫୁଲବାଣୀରୁ ଅନୁଗୁଳ, କୋରାପୁଟରୁ ବାରିପଦା । ଦକ୍ଷିଣରୁ ଉପକୂଳ, ପୁଣି ପଶ୍ଚିମରୁ ଉତ୍ତର ଓଡ଼ିଶା । ସବୁଠି ଏବେ ଶୀତର ରାଜ । ସାରା ରାଜ୍ୟରେ ପ୍ରବଳ ଥଣ୍ଡା । ୫.୫ ଡିଗ୍ରୀ ସହ ଫୁଲବାଣୀ ରାଜ୍ୟର ସବୁଠୁ ଶୀତଳ ସହର ପାଲଟିଛି । ୧୦ ଡିଗ୍ରୀ…

ବଢୁଛି ଜାଡ଼: ୧୫ ଡିଗ୍ରୀ ତଳେ ୧୨ଟି ସହର ତାପମାତ୍ରା

ଭୁବନେଶ୍ୱର: ଦାରିଙ୍ଗିବାଡ଼ିରୁ ଚାନ୍ଦବାଲି । କୋରାପୁଟରୁ କଟକ । ଶୀତରେ ଥରିଲାଣି ପାଖାପାଖି ଅଧା ଓଡ଼ିଶା । ଖସୁଚି ପାରଦ । ବଢୁଛି ଜାଡ଼ । ରାଜ୍ୟରେ ୧୨ଟି ସହରରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ ତଳକୁ ଖସିଛି । ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗିବାଡ଼ିରେ ବଢିଛ…

ଆଜିଠୁ ରାଜ୍ୟରେ ବଢ଼ିବ ଜାଡ଼, ୩-୪ ଡିଗ୍ରୀ ସେଲସିୟସ ଯାଏ ଖସିବ ପାରଦ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଢ଼ିବ ଜାଡ଼ । ଖସିବ ପାରଦ, ଥରିବ ଓଡ଼ିଶା । କିଛି ଦିନର ବ୍ୟବଧାନ ପରେ ଆଜିଠୁ ରାଜ୍ୟରେ ପୁଣି ଶୀତ ଲେଉଟିବ । ଏନେଇ ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ରହିଥିବା ଟ୍ରଫ୍‌ ଲାଇନ୍ ଯୋଗୁ ୧୧ ତାରିଖରୁ ୧୩ ତାରିଖ…