Latest Odisha News

BREAKING NEWS

Browsing Tag

Winter Session

ଦିନକୁ ସାଢ଼େ ୪ ଘଣ୍ଟା ବସିବ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ବସିବ ବିଧାନସଭାର ଶୀତକାଳୀନ ଅଧିବେଶନ । ତେବେ ଏଥର ମଧ୍ୟ କୋଭିଡ କଟକଣା ଭିତରେ ଏହି ଅଧିବେଶନ ବସିବ । ଏଥିସହ ଦୈନିକ ସାଢ଼େ ୪ ଘଂଟା ପାଇଁ ବସିବ ବିଧାନସଭା । ଏନେଇ ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି, ପ୍ରଶ୍ନକାଳ…

ଡିସେମ୍ବର ୩୧ ପୂର୍ବରୁ ବସିବ ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର: ଡିସେମ୍ବର ୩୧ ପୂର୍ବରୁ ବସିବ ବିଧାନସଭାର ଶୀତକାଳୀନ ଅଧିବେଶନ । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି । ବିଧାନସଭା ବିଧି ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବାର ବ୍ୟବସ୍ଥା ରହିଛି। ତୃତୀୟ ଓ ଚତୁର୍ଥ  ଅଧିବେଶନରେ ସର୍ବମୋଟ ୨୦ ଦିନ ଗୃହ କାର୍ଯ୍ୟ…

ଆଜିଠୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ; ବିରୋଧିଙ୍କ ରଣନୀତି ପ୍ରସ୍ତୁତ

ଭୁବନେଶ୍ୱର: ଓଡିଶା ବିଧାନସଭାରେ ଆଜି ଠାରୁ ଶୀତକାଳୀନ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ଗୃହ ଆରମ୍ଭରୁ ସରକାରଙ୍କୁ ଘେରିବା ଲାଗି ପୂରାପୂରି ରଣନୀତି ପ୍ରସ୍ତୁତ କରିଛନ୍ତି ବିରୋଧି ଦଳ । ଚଳିତ ଶୀତକାଳୀନ ଅଧିବେଶନରେ ୩୦ଟି କାର୍ଯ୍ୟ ଦିବସ ରହିବା ନେଇ ସୂତ୍ରରୁ…

୫ଟି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବ କଂଗ୍ରେସ: ନରସିଂହ ମିଶ୍ର

ଭୁବନେଶ୍ୱର : ଓଡିଶା ବିଧାନସଭାରେ ଆସନ୍ତା ନଭେମ୍ବର ୧୩ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି ଶୀତକାଳନୀନ ଅଧିବେଶନ । ଏହି ଅବସରରେ ରାଜ୍ୟରେ ୫ଟି କାର୍ଯ୍ୟକାରିତା ଓ ବିଭିନ୍ନ ପ୍ରସଙ୍ଗକୁ ନେଇ ଶାସକ ଦଳକୁ ଘେରିବା ପାଇଁ ଯୋଜନା କରୁଛି ବିରୋଧି କଂଗ୍ରେସ । ଏନେଇ ଗଣମାଧ୍ୟମକୁ ସୂଚନା ଦେଇ…