Latest Odisha News
Browsing Tag

winter

କାଲି ବଙ୍ଗୋପସାଗରରେ ଲଘୁଚାପ, ୨ ଦିନ ବିଭିନ୍ନ ଜିଲ୍ଲାରେ ଦେଖାଯିବ କୁହୁଡ଼ି

ଭୁବନେଶ୍ୱର: ରାଜ୍ୟର ପ୍ରାୟ ସବୁ ସ୍ଥାନରେ ଶୀତ ଲହରୀ ଆରମ୍ଭ ହୋଇଛି । ସେପଟେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣପୂର୍ବ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ଆସନ୍ତାକାଲି ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ନେଇ ଆକଳନ…

୩ରୁ ୪ ଡିଗ୍ରୀ ଯାଏ ଖସିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ୱର: ଶୁଖିଲା ପାଗ ଭିତରେ ବଢ଼ିବ ଶୀତ । ଆଗାମୀ ୪ରୁ ୫ ଦିନ ମଧ୍ୟରେ ପାରଦ ରାଜ୍ୟର ପ୍ରାୟ ସ୍ଥାନରେ ଆହୁରି ଖସିବ । ସ୍ୱାଭାବିକ ତାପମାତ୍ରା ୩ରୁ ୪ କମିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅନ୍ୟପଟେ ଆଜି ଭୋରରେ ରାଜ୍ୟର କେତେକ ସ୍ଥାନରେ କୁହୁଡ଼ି ଦେଖା…

ବଡ଼ଓଷାରେ ବି ଶୀତ ନାହିଁ, ୨ ଦିନ ହାଲୁକା କୁହୁଡ଼ି

ଭୁବନେଶ୍ୱର: କାର୍ତ୍ତିକ ସରିବାକୁ ବସିଲାଣି ହେଲେ ଶୀତର ଦେଖା ନାହିଁ । ଅନ୍ୟ ବର୍ଷ ଅପେକ୍ଷା ଚଳିତବର୍ଷ ଆଶାତୀତ ଶୀତ ଅନୁଭୂତ ହେଉନାହିଁ । ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟରେ ସେଭଳି ତାପମାତ୍ରା ମଧ୍ୟ ଖସିବାର ସମ୍ଭାବନା ନଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

୧୦ ଡିଗ୍ରୀ ତଳକୁ ଖସିଲା ପାରଦ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ଖସିବା ସହ ଶୀତ ଆରମ୍ଭ ହୋଇଛି । ଗତକାଲି କନ୍ଧମାଳ ଜିଲ୍ଲାର ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୧୨.୪ ଡିଗ୍ରୀ ରେକର୍ଡ କରାଯାଇଥିଲା । ଆଜି କୋରାପୁଟ ଜିଲ୍ଲାର ସିମିଳିଗୁଡ଼ାରେ ପାରଦ ୧୦ ଡିଗ୍ରୀ ତଳେ ରହିଛି ।…

ଅନୁଭୂତ ହେଲା ଶୀତୁଆ କୁହୁଡ଼ି, ଆରମ୍ଭ ହେବ ଶୀତ

ଭୁବନେଶ୍ୱର: ଧର୍ମ ମାସ କାର୍ତ୍ତିକ ଆରମ୍ଭ ସହ ରାଜ୍ୟରେ ଶୀତୁଆ କୁହୁଡ଼ି ଅନୁଭୂତ ହୋଇଛି । ଆଜି ଭୋରରୁ ରାଜଧାନୀରେ ଅନୁଭୂତ ହୋଇଛି ଚଳିତ ମାସର ପ୍ରଥମ ଘନକୁହୁଡ଼ି । ଘନକୁହୁଡ଼ି ପାଇଁ ଦୃଶ୍ୟମାନ ଦୂରତା ୧୦୦ ମିଟର ଥିବାବେଳେ ୧ ଘଣ୍ଟା ମଧ୍ୟରେ ଦୃଶ୍ୟମାନ ଦୂରତା ୩୫୦୦ ମିଟର ତଳକୁ ଖସିଥିଲା ।…

ପ୍ରବଳ ଜାଡ଼ ପରେ ଆସୁଛି ବର୍ଷା

ଭୁବନେଶ୍ବର : ପ୍ରବଳ ଜାଡରେ ଥରୁଛି ସାରା ଓଡ଼ିଶା । ଅସହ୍ୟ ଶୀତରେ ଅସ୍ତବ୍ୟସ୍ତ ହେଲାଣି ଜନଜୀବନ । ଶୀତ ବଢୁଥିବା ବେଳେ, ଏବେ ଜାଡ ପରେ ଆସୁଛି ବର୍ଷା । ଶୀତ ଓ କୋହଲା ପାଗରେ ଅସ୍ତବ୍ୟସ୍ତ ହେବ ଜନଜୀବନ । ଆସନ୍ତା ୨୭ ତାରିଖରେ ରାଜ୍ୟରେ କୋହଲା ପାଗ ସାଙ୍ଗକୁ ବର୍ଷା ହେବ ବୋଲି ସୂଚନା…

ଜାଡ଼ ଭାଙ୍ଗିବ ହାଡ଼: ୪-୫ ଦିନରେ ଆହୁରି ଥରିବ ଓଡ଼ିଶା

ଭୁବନେଶ୍ୱର: ଖସୁଛି ପାରଦ । ବଢୁଛି ଶୀତ । ରାଜ୍ୟରେ ଥଣ୍ଡା ଲହରି ଆରମ୍ଭ ହୋଇଛି । ଦୁଇ ଚାରି ଦିନରେ ଆହୁରି ଖସିବ ରାତିର ତାପମାତ୍ରା । ରାତିର ତାପମାତ୍ରା ସ୍ୱାଭାବିକଠାରୁ ୩-୪ ଡିଗ୍ରୀ ଖସିବା ସମ୍ଭାବନା ରହିଛି । ଫଳରେ ଶୀତର ପ୍ରକୋପ ଆହୁରି ବଢ଼ିବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…

ଆଗକୁ ବଢ଼ିବ ଶୀତର ପ୍ରକୋପ

ଭୁବନେଶ୍ୱର: ଆଗକୁ ବଢ଼ିବ ଶୀତ । ଆସନ୍ତା ୨୭ତାରିଖରୁ ଉପକୂଳ ଓଡ଼ିଶାରେ ଶୀତର ପ୍ରକୋପ ବଢ଼ିବ । ଦକ୍ଷିଣ ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ରାତି ତାପମାତ୍ରା ଅଢ଼େଇ ଡ଼ିଗ୍ରୀ ସେଲସିୟସ୍ କମିଯିବ । ସେହିଭଳି କେନ୍ଦ୍ରୀୟ ପଶ୍ଚିମ ଓ ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶାରେ ୪ଡ଼ିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ…

୬ ସହରରେ ୧୫ ଡ଼ିଗ୍ରୀ ତଳେ ତାପମାତ୍ରା

ଭୁବନେଶ୍ବର : ୬ ସହରରେ ୧୫ ଡ଼ିଗ୍ରୀ ତଳେ ତାପମାତ୍ରା । ୧୧ ଡ଼ିଗ୍ରୀ ସହ ଆଜି ବି ଦାରିଙ୍ଗବାଡି ରାଜ୍ୟର ସବୁଠୁ ଥଣ୍ଡା ସହର । ଫୁଲବାଣୀରେ ତାପମାତ୍ରା ୧୩.୨ ଡ଼ିଗ୍ରୀ ଥିବା ବେଳେ, ଟିଟଲାଗଡରେ ୧୪.୫ ଡ଼ିଗ୍ରୀ, ଝାରସୁଗୁଡାରେ ୧୪.୬ ଡ଼ିଗ୍ରୀ, କେନ୍ଦୁଝରରେ ୧୪ .୮ ଡ଼ିଗ୍ରୀ, ଏବଂ ସୋନପୁରରେ…

ଆହୁରି ଖସିବ ତାପମାତ୍ରା; ନୂଆବର୍ଷରେ ଶିତରେ ଥରିବ ଓଡ଼ିଶା

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଆସନ୍ତା ୩୧ ତାରିଖଠାରୁ ତାପମାତ୍ରା ଆହୁରି କମିବା ନେଇ ଅନୁମାନ କରାଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ସାରା ରାଜ୍ୟରେ ରାତି ତାପମାତ୍ରା ପାଖାପାଖି ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ। ଏହାର ପ୍ରଭାବରେ ନୂଆବର୍ଷର ପ୍ରଥମ ୨…