ଆଜି ବି ତାଣ୍ଡବ ରଚିବ କାଳବୈଶାଖୀ, ୨୨ ଜିଲ୍ଲାକୁ ୱାର୍ଣ୍ଣିଂ
ଭୁବନେଶ୍ୱର : ଆଜି ବି ତାଣ୍ଡବ ରଚିବ କାଳବୈଶାଖୀ । ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଅନ୍ୟପଟେ ରାଜ୍ୟରେ ଆଜି ବି କାଳବୈଶାଖୀର ତାଣ୍ଡବ ଜାରି ରହିବ । ଆଜି ୨୨ଟି ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ…