ଡବ୍ଲ୍ୟୁଓଡିସି ବିଧାୟକ ପାଣ୍ଠି ୫କୋଟି ହେଉ
ଭୁବନେଶ୍ୱର : ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି) ରେ ଥିବା ୩୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରାଶିକୁ ବୃଦ୍ଧି କରାଯାଉ। ଏଥିପାଇଁ ବିଜେପି ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ।
ଚିଠିରେ ଉଲ୍ଲେଖ ଯେ, ଡବ୍ଲ୍ୟୁଓଡିସି…