Latest Odisha News

BREAKING NEWS

Browsing Tag

Women Empowerment

‘ଓଡ଼ିଶାରେ ମହିଳା ସଶକ୍ତ’, କେନ୍ଦ୍ର ଦେଲା ସାର୍ଟିଫିକେଟ !

ଭୁବନେଶ୍ୱର: ନିର୍ବାଚନ ଆସନ୍ନ ଥିବାରୁ ବିଜେଡି ପୁଣି ମହିଳାଙ୍କୁ ଫୋକସ କରିବା ପ୍ରକ୍ରିୟାକୁ ଜୋରଦାର କରିଛି। ଏଥିରେ ଦଳକୁ ବେଶ ସହାୟକ ହୋଇଛି ନ୍ୟାସନାଲ ଫ୍ୟାମିଲି ହେଲଥ ସର୍ଭେ ରିପୋର୍ଟ। ଓଡ଼ିଶାର ୮୭ ପ୍ରତିଶତ ମହିଳାଙ୍କ ନିଜସ୍ୱ ବ୍ୟାଙ୍କ ଆକାଉଣ୍ଟ ଥିବା ସହ ସେମାନେ ଏହାକୁ ବ୍ୟବହାର…

ମହିଳାଙ୍କ ପ୍ରଗତିକୁ କାର୍ଯ୍ୟରେ ରୂପାନ୍ତରିତ କରିଛି ବିଶ୍ୱବିଦ୍ୟାଳୟ: ସୋଆ ଉପସଭାପତି

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ୪୭ ପ୍ରତିଶତ ଝିଅ ଶିକ୍ଷା ଗ୍ରହଣ କରୁଛନ୍ତି । ଏମାନଙ୍କ ମଧ୍ୟରୁ କେବଳ ଇଞ୍ଜିନିୟରିଂରେ ୩୯ ପ୍ରତିଶତ ଛାତ୍ରୀ ଅଛନ୍ତି । ସେହିପରି ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ମହିଳା ହେଉଛନ୍ତି ୫୧ ପ୍ରତିଶତ । ତେଣୁ ମହିଳାଙ୍କ ପ୍ରଗତିକୁ ବିଶ୍ୱବିଦ୍ୟାଳୟ…

ବିଜୁ ଜନତା ଦଳର ମୁଖ୍ୟ ଲକ୍ଷ୍ୟ ମହିଳା ସଶକ୍ତିକରଣ: ନବୀନ

ଭୁବନେଶ୍ୱର: ବିଜୁ ମହିଳା ଜନତା ଦଳ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଛି । ଏହି ଅବସରରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ଲକ୍ଷ ଲକ୍ଷ କର୍ମୀ, ମାଆ ମାନଙ୍କୁ ଶୁଭେଚ୍ଛା ଜଣାଉଛନ୍ତି । ନବୀନ କହିଛନ୍ତି, ମହିଳା ସଶକ୍ତିକରଣ ବିଜୁ ଜନତା ଦଳର…

ବିଶ୍ୱ ପୁନଃଉତ୍ଥାନର ମହିଳା ସଶକ୍ତିକରଣ; ଅତୀତ ଓ ବର୍ତ୍ତମାନ ଶୀର୍ଷକରେ ଆଲୋଚନାଚକ୍ର

ଭୁବନେଶ୍ୱର: ଏସିଆଟିକ୍ ସୋସାଇଟି ଫର୍ ସୋସିଆଲ୍ ସାଇନ୍ସ ରିସର୍ଚ୍ଚ ଓ ଉତ୍କଳ ବିଶ୍ୱବିଦ୍ୟାଳୟର ସ୍କୁଲ୍ ଅଫ୍ ୱିମେନ୍ସ ଷ୍ଟଡିଜ୍ ଓ ଇତିହାସ ବିଭାଗ ମିଳିତ ଆନୁକୂଲ୍ୟରେ ମହିଳା ସଶକ୍ତିକରଣ; ଅତୀତ ଓ ବର୍ତ୍ତମାନ ଶୀର୍ଷକରେ ୩ ଦିନିଆ ଆଲୋଚନାଚକ୍ର ଆୟୋଜିତ ହୋଇ ଯାଇଛି । ଆଲୋଚନାଚକ୍ରରେ…

ଅମୃତ କାଳ ବଜେଟରେ ମହିଳା ସଶକ୍ତିକରଣକୁ ସର୍ବାଧିକ ଗୁରୁତ୍ୱ: ନିର୍ମଳା ସୀତାରମଣ

ଭୁବନେଶ୍ୱର: ମୋଦି ସରକାର ଶାସନ କ୍ଷମତାକୁ ଆସିବା ପରେ ପ୍ରତ୍ୟେକ ବର୍ଷ ଆଗତ ହେଉଥିବା ବାର୍ଷିକ ବଜେଟକୁ ଅଧିକରୁ ଅଧିକ ଜନପ୍ରିୟ କରିବାରେ ଲାଗିଛନ୍ତି । ଚଳିତ ବର୍ଷ ଆଗତ ହୋଇଥିବା ଅମୃତ କାଳ ବଜେଟରେ ମହିଳା ସଶକ୍ତୀକରଣକୁ ସର୍ବାଧିକ ଗୁରୁତ୍ୱ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଦଳ ଶାସନକୁ ଆସିବାଠାରୁ ମହିଳାଙ୍କ ଉପରେ ଫୋକସ୍ ରହିଛି : ନବୀନ

ପୁରୀ : ୨୬ ବର୍ଷରେ ପାଦ ଥାପିଛି ବିଜେଡି । ଏହି ଅବସରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମହିଳା ସଶକ୍ତିକରଣ ଉପରେ ଗୁରୁତ୍ୱ ଦେଇଛନ୍ତି । ବିଜୁ ବାବୁଙ୍କ ଆଦର୍ଶକୁ ମନେ ପକାଇ ଦେଇ ସେ କହିଛନ୍ତି, ବିଜୁ ବାବୁ ଜଣେ ଜନନାୟକ । ତାଙ୍କ ଆଦର୍ଶରେ ଦଳ ଏବେ ବି ଆଗେଇ ଚାଲିଛି । ଓଡିଶାର ଉନ୍ନତି…