Latest Odisha News

BREAKING NEWS

Browsing Tag

Workshop

ଚାଷୀ ମାନଙ୍କର କୌଶଳ ବିକାଶ ହିଁ ଦେଶ ଉନ୍ନତିର ଭିତ୍ତିଭୂମି

ଭୁବନେଶ୍ୱର: ଏକବିଂଶ ଶତାଦ୍ଦୀରେ ଚାଷୀମାନଙ୍କର କୌଶଳ ବିକାଶ ହିଁ ଦେଶ ଉନ୍ନତିର ଭିତ୍ତିଭୂମି । ଏଥି ନିମନ୍ତେ ସବୁ ସ୍ତରରେ କର୍ମଶାଳା ଆୟୋଜିତ ହୋଇ କୌଶଳ ବିକାଶକୁ ଗୁରୁତ୍ୱ ଦେବା ଆବଶ୍ୟକ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍…

‘ଦୋଛକିରେ ଆଦିବାସୀ ଭାଷା’ ଶୀର୍ଷକରେ ଆୟୋଜିତ ହେଲା କର୍ମଶାଳା

ଭୁବନେଶ୍ବର : ଉତ୍କଳ ବିଶ୍ୱବିଦ୍ୟାଳୟର ନୃତତ୍ତ୍ୱ ବିଜ୍ଞାନ ବିଭାଗ ଏବଂ ସ୍କୁଲ ଅଫ୍ ଆଦିବାସୀ ଅଧ୍ୟୟନ ଏବଂ ସ୍ୱଦେଶୀ ଅନୁସନ୍ଧାନର ମିଳିତ ଆନୁକୂଲ୍ୟରେ ଆଦିବାସୀ ଭାଷାର ସଂରକ୍ଷଣକୁ ପ୍ରୋତ୍ସାହିତ କରିବା ପ୍ରଚେଷ୍ଟାରେ 'ଦୋଛକିରେ ଆଦିବାସୀ ଭାଷା: ଭବିଷ୍ୟତ ପାଇଁ ବିକଳ୍ପ' ଶୀର୍ଷକରେ ଏକ…

ହସ୍ତକଳା କ୍ଷେତ୍ରରେ ନୂତନ ଡିଜାଇନ ଓ ବିପଣନ ସମ୍ପର୍କିତ ଦିନିକିଆ କର୍ମଶାଳା ଆୟୋଜିତ

ଭୁବନେଶ୍ୱର : ନ୍ୟାସନାଲ ଡିଜାଇନ ସେଣ୍ଟର ଓ ବିକାଶ ଆୟୁକ୍ତ ଏବଂ ଭୁବନେଶ୍ୱର ସ୍ଥିତ ହ୍ୟାଣ୍ଡିକ୍ରାଫ୍ଟ ସର୍ଭିସ ସେଣ୍ଟରର ମିଳିତ ଆନୁକୂଲ୍ୟରେ ଓଡ଼ିଶାର ହସ୍ତକଳା କ୍ଷେତ୍ରରେ ନୂତନ ଡିଜାଇନ ଓ ବିପଣନ ସମ୍ପର୍କିତ ଏକ ଦିନିକିଆ କର୍ମଶାଳା ସ୍ଥାନୀୟ ଏକ ଘରୋଇ ହୋଟେଲରେ ଆୟୋଜିତ ହୋଇଯାଇଛି । ଏହି…

ଟିପିଏସ୍ଓଡିଏଲ୍ ପକ୍ଷରୁ ଅଟିଜିମ ଚିହ୍ନଟ ଓ ନିରୋଧୀ ଅଭିଯାନ

ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ଏହାର ପେ’ ଅଟେନ୍‌ସନ ଅଭିଯାନ ଅଧୀନରେ ଅଟିଜିମ୍‌ର ଆଗୁଆ ଚିହ୍ନଟ ଓ ଯତ୍ନ ଉପରେ ଦୁଇ ଦିନିଆ କର୍ମଶାଳା ସଫଳତାର ସହ ଆୟୋଜିତ ହୋଇଯାଇଛି । ରଙ୍ଗେଇଲୁଣ୍ଡା ଓ ଛତ୍ରପୁର ବ୍ଲକ୍ କାର୍ଯ୍ୟାଳୟରେ ଅନୁଷ୍ଠିତ…

JSP ଅନୁଗୁଳରେ ଥର୍ମାଲ ପାୱାର ପ୍ଲାଣ୍ଟରେ ସୁରକ୍ଷା ଓ ସ୍ୱାସ୍ଥ୍ୟ ଉପରେ କର୍ମଶାଳା

ଅନୁଗୁଳ: କାରଖାନା ଓ ବାଷ୍ପିତ୍ର ନିର୍ଦ୍ଦେଶାଳୟ ଅନୁଗୁଳ ପକ୍ଷରୁ ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାର (JSP) ଅଡିଟୋରିୟମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଛି । ଆୟୋଜିତ କର୍ମଶାଳାରେ ଥର୍ମାଲ ପ୍ଲାଣ୍ଟରେ ସୁରକ୍ଷା ଓ ସ୍ୱାସ୍ଥ୍ୟ ସହ ବିପଦର ମୁକାବିଲା ନେଇ ଆଲୋଚନା କରାଯାଇଛି । କାରଖାନା ଓ…

‘ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଓ ଅଟୋମେସନ ଯୁଗରେ ବିଭିନ୍ନ ନିଯୁକ୍ତି ଲାଗି ଦକ୍ଷତା’ ଉପରେ ଆଲୋଚନାଚକ୍ର

ଭୁବନେଶ୍ୱର: ନିଯୁକ୍ତିର ମାପକାଠି ହେଉଛି ଦକ୍ଷତା । ତେଣୁ ଛାତ୍ରଛାତ୍ରୀଙ୍କ ଜ୍ଞାନର ପରିସୀମା ବ୍ୟାପକ କରି ସେମାନଙ୍କୁ ବିଭିନ୍ନ କ୍ଷେତ୍ରରେ ନିଯୁକ୍ତି ଲାଗି ଦକ୍ଷ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ମୋ କଲେଜ ଅଭିଯାନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି କ୍ରମରେ…

ଜିଲ୍ଲାସ୍ତରୀୟ ସୂଚନା ଅଧିକାର ପକ୍ଷରୁ କର୍ମଶାଳା

ଭଦ୍ରକ: ଓଡ଼ିଶା ସୂଚନା ଅଧିକାର ଅଭିଯାନ ଭଦ୍ରକ ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲାର ସମସ୍ତ ସୂଚନା କର୍ମୀଙ୍କୁ ନେଇ କର୍ମଶାଳା ଆୟୋଜିତ ହୋଇଯାଇଛି। ଏଥିରେ ରାଜ୍ୟ ଆବାହକ ପ୍ରଦୀପ ପ୍ରଧାନ, ରାଜ୍ୟ ସଂଯୋଜକ ସୁଧିର ମହାନ୍ତି ଯୋଗଦେଇ ରାଜ୍ୟରେ ସୂଚନା କର୍ମୀଙ୍କ ଉପରେ ହେଉଥିବା ମକଦ୍ଦମା ଓ ଆକ୍ରମଣ…

ହ୍ୱିଲ୍ ଚେୟାର ଟେନିସ୍ କର୍ମଶାଳା ଉଦଘାଟିତ, ସାମିଲ ହେଲେ ୧୫ ଜଣ ଭିନ୍ନକ୍ଷମ ଖେଳାଳି

ଭୁବନେଶ୍ୱର: ଉଦଘାଟିତ ହେଲା ହ୍ୱିଲ୍ ଚେୟାର ଟେନିସ୍ କର୍ମଶାଳା । ଭୁବନେଶ୍ୱର ଉପକଣ୍ଠ ମେଣ୍ଢାଶାଳ ଗୁରୁକୁଳ ଟେନିସ୍ ରିସୋର୍ଟରେ ଇଣ୍ଡିଆନ ହ୍ୱିଲ୍ ଚେୟାର ଟେନିସ ଟୁର୍ (IWTT) ସହଯୋଗରେ ଚକେଲେଟ୍ ଗ୍ରୁପ ଦ୍ୱାରା ୩ ଦିନିଆ କର୍ମଶାଳା ଆରମ୍ଭ ହୋଇଛି ।  ଆଜି ପ୍ରଥମ ଦିନରେ ହ୍ୱିଲ୍ ଚେୟାର…

ସମରେ ଦୁଇ ଦିନିଆ ଅଲଟ୍ରାସାଉଣ୍ଡ ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲରେ ଦୁଇଦିନିଆ ଅଲଟ୍ରାସାଉଣ୍ଡ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ସମ୍ ହସ୍ପିଟାଲର କ୍ରିଟିକାଲ୍ କେୟାର ବିଭାଗ ପକ୍ଷରୁ ଏହି କର୍ମାଶାଳା ଆୟୋଜନ…