ଆଜି ବିଶ୍ୱ ଆର୍ଥ୍ରାଇଟିସ୍ ଦିବସ
ବିଶୃଙ୍ଖଳିତ ଜୀବନଶୈଳୀ ଯୋଗୁ ବିଶ୍ୱର ଅଧିକାଂଶ ଲୋକ ଏବେ ଏହି ରୋଗ ଶିକାର ହୋଇଛନ୍ତି। ଏହି ରୋଗର ଚିକିତ୍ସା ପ୍ରାଥମିକ ସ୍ତରରେ କରା ନଗଲେ ଏଥିରୁ ମୁକୁଳିବା କଷ୍ଟକର ହୋଇପଡ଼େ।
ଏ ବାବଦରେ ସଚେତନତା ଅବଲମ୍ବନ ନିହାତି ଜରୁରୀ। ଆର୍ଥ୍ରାଇଟସ୍ ଏକ ଗ୍ରିକ୍ ଶବ୍ଦ ‘ଆର୍ଥ୍ରୋ’ ଏବଂ…