ବିଶ୍ୱବ୍ୟାପୀ କରୋନା ସଂକ୍ରମିତଙ୍କ ସଂଖ୍ୟା ୯.୧୨ କୋଟି ପାର୍
ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନା ପ୍ରକୋପ ଜାରି ରଖିଛି। ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ୫ ଲକ୍ଷ ୫୫ ହଜାରରୁ ଅଧିକ ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ଏହାକୁ ମିଶାଇ ମୋଟ ମାମଲା ୯ କୋଟି ୧୨ ଲକ୍ଷ ୮୨ ହଜାର କୁ ବୃଦ୍ଧି ପାଇଛି।
କରୋନାର ବଢୁଥିବା ସଂଖ୍ୟା ଏବେ ଚିନ୍ତାର ବିଷୟ…