ଅର୍ଥନୀତିର ଅର୍ଥାନ୍ତର…
ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର…
ଦୁନିଆ ଦୋହଲା ଦୁଃଖ କଷ୍ଟ ବେଦନା ଆଉ ଯାତନାର ଜୂପକାଠରେ ବଳିପଡିବାକୁ ଯାଉଥିବା ଅର୍ଥନୀତି ଏବେ ବଦଳାଇଦେବ ତା’ର ଚିର ପରିଚିତ ସଂଜ୍ଞା । ଜୀବନଶୈଳୀର ଅଦ୍ଭୁତପୂର୍ବ ପରିବର୍ତ୍ତନ ଆଜି ଅର୍ଥନୀତିକୁ ତା’ର ସଂଜ୍ଞା ପରିବର୍ତ୍ତନ ପାଇଁ ବାଧ୍ୟ…