ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଜନତା ମଇଦାନରେ ହେବ ସାମୟିକ ସଂଗ୍ରହାଳୟ
ଭୁବନେଶ୍ୱର : ଆସନ୍ତା ଫେବୃଆରୀ ୩ରୁ ୫ ତାରିଖ ମଧ୍ୟରେ ସ୍ଥାନୀୟ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ତିନିଦିନ ଧରି ଅସ୍ଥାୟୀ ସଂଗ୍ରହାଳୟର ଆୟୋଜନ କରାଯିବ ।
ଏ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ…