ବିଶ୍ଵ ଯକ୍ଷ୍ମା ଦିବସରେବ୍ୟାପକ ଜନସଚେତନତା ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ
ଭୁବନେଶ୍ୱର: ବିଶ୍ଵ ଯକ୍ଷ୍ମା ଦିବସରେବ୍ୟାପକ ଜନସଚେତନତା ସୃଷ୍ଟି କରିବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶ୍ୱ ଯକ୍ଷ୍ମା ରୋଗ ଦିବସରେ, ଆମେ ଟିବି-ମୁକ୍ତ ଓଡିଶା ପାଇଁ ଆମର ପ୍ରତିବଦ୍ଧତାକୁ ପୁନଃ…