ବିଶ୍ୱ ଜଳ ଦିବସ: କେମିତି ପାଣି ହେଲା ଦେଶର ବଡ ବ୍ୟବସାୟ ?
ଓଡ଼ିଶା ସମ୍ବାଦ ବ୍ୟୁରୋ: ଜଳ ଏପରି ଏକ ପ୍ରାକୃତିକ ସମ୍ପଦ ଯାହା କେବଳ କୃଷି ଉଦ୍ଦେଶ୍ୟରେ କିମ୍ବା ପିଇବା ପାଇଁ ବ୍ୟବହୃତ ହୁଏ ନାହିଁ ବରଂ ଏହା ଜୀବନ ପାଇଁ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଜଳ ବିନା ଜୀବନ ଅସମ୍ଭବ। ତେଣୁ କୁହାଯାଏ ଜଳ ବହୁଳେ ସୃଷ୍ଟି ନାଶ, ଜଳ ବିହୁନେ ବି ସୃଷ୍ଟି ନାଶ ।…