ଜଡଜଗତରେ ଜଡିତ ହେବାକୁ ଏ ଜୀବଜଗତ…
ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର…
ଆମେ ପ୍ରକୃତି ସହିତ ଖେଳ ଖେଳିଲେ । ଏବେ ପ୍ରକୃତିର ଭୟଙ୍କର ଖେଳ ଆରମ୍ଭ ହୋଇଯାଇଛି । ଆମେ ଆମର ବଡିମା ଦେଖାଇବା ପାଇଁ ମାଟି, ପାଣି, ପବନ, ଆକାଶକୁ ଅକ୍ତିଆରରେ ଆଣିବାପାଇଁ ନୂଆ ନୂଆ ଯନ୍ତ୍ରପାତି, ମାରଣାସ୍ତ୍ର ବ୍ୟବହାର କଲେ । ଧରଣୀବକ୍ଷକୁ…