ଦୁର୍ନୀତି ନିବାରଣରେ ଲେଖକମାନଙ୍କର ଭୂମିକା
ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର…
ଦୁର୍ନୀତି ସାହିତ୍ୟକୁ ବି ଗ୍ରାସିଛି । ସରକାରୀ ସ୍ୱୀକୃତି, ମାନପତ୍ର, ପୁରସ୍କାର ପାଲାରେ ନିଜେ ଲେଖକ ଗୋଷ୍ଠୀର ବହୁଳାଂଶ ଲବି କରିବାରେ ବ୍ୟସ୍ତ । ଏପରିକି ରାଜ୍ୟ ସରକାର କିଣୁଥିବା ଲେଖକମାନଙ୍କର ବହି ସିଲେକ୍ସନ୍ରେ ଲାଂଚ କାରବାର…