Latest Odisha News

BREAKING NEWS

Browsing Tag

Yashwant Sinha

ରାଷ୍ଟ୍ରପତି ନିର୍ବାଚନ: ଦ୍ୱିତୀୟ ରାଉଣ୍ଡରେ ବି ସିହ୍ନାଙ୍କୁ ପଛରେ ପକାଇ ମୁର୍ମୁ ଆଗୁଆ

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନର ଦ୍ୱିତୀୟ ରାଉଣ୍ଡ ଭୋଟ୍ ଗଣତି ସରିଛି । ଦ୍ୱିତୀୟ  ରାଉଣ୍ଡରେ ମୋଟ ୧୦ଟି ରାଜ୍ୟର ଭୋଟ୍ ଗଣତି ହୋଇଛି । ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ଦ୍ରୌପଦୀ ମୁର୍ମୁ ବହୁ ଭୋଟରେ ଆଗୁଆ ରହିଛନ୍ତି । ମୁର୍ମୁଙ୍କୁ ଦ୍ୱିତୀୟ ରାଉଣ୍ଡରେ ୮୦୯ ଖଣ୍ଡ ଭୋଟ୍ ମିଳିଥିବା ବେଳେ…

କିଏ ଯିବେ ରାଇସିନା ହିଲ୍ ? ରାଷ୍ଟ୍ରପତି ନିର୍ବାଚନ ଭୋଟ୍ ଗଣତି ଜାରି

ନୂଆଦିଲ୍ଲୀ: ଦ୍ରୌପଦୀ ମୁର୍ମୁ ନା ଯଶୱନ୍ତ ସିହ୍ନା ? କିଏ ଯିବେ ରାଇସିନା ହିଲ୍ ? ରାଷ୍ଟ୍ରପତି ପଦ ପାଇଁ ୧୮ ତାରିଖରେ ହୋଇଥିବା ନିର୍ବାଚନର ଆଜି ଭୋଟ୍ ଗଣତି ଚାଲିଛି । ମିଳିତ ବିରୋଧୀ ଦଳର ପ୍ରାର୍ଥୀ ଯଶୱନ୍ତ ସିହ୍ନା ଓ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ମଧ୍ୟରେ କଡ଼ା ଟକ୍କର ହୋଇଥିଲେ…

ଆରମ୍ଭ ହେଲା ମୈାସୁମୀ ଅଧିବେଶନ, ପ୍ରଥମେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ

ନୂଆଦିଲ୍ଲୀ:  ଆଜିଠାରୁ ଆରମ୍ଭ ହୋଇଛି ସଂସଦର ମୌସୁମୀ ଅଧିବେଶନ । ପ୍ରଥମ ଦିନରେ ସଂସଦରେ ଉଭୟ ଗୃହର ସଦସ୍ୟମାନେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଦେବା ଆରମ୍ଭ କରିଛନ୍ତି।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ସାଂସଦ ଭୋଟ ଦେଇଛନ୍ତି  ।…

ରାଷ୍ଟ୍ରପତି ନିର୍ବାଚନ ଆଜି

ଆଉ କିଛି ସମୟ ଭିତରେ ଦେଶର ୧୫ତମ ରାଷ୍ଟ୍ରପତିଙ୍କୁ ନିର୍ବାଚିତ କରିବା ପାଇଁ ଆଜି  ଭୋଟ୍‌ ଗ୍ରହଣ ହେବ ହେବ। 44ଟି ରାଜନୈତିକ ଦଳ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ନେଇ ଯେଉଁ ଘୋଷଣା କରିଛନ୍ତି । ମିଳିତ ପ୍ରାର୍ଥୀ ଯଶୋବନ୍ତ ସିହ୍ନାଙ୍କୁ 34 ଦଳ ସମର୍ଥନ କରୁଛନ୍ତି ।  ସେହି…

ରାଷ୍ଟ୍ରପତି ନିର୍ବାଚନ: ଦ୍ରୈାପଦୀ ମୁର୍ମୁଙ୍କ ପ୍ରାର୍ଥୀତ୍ବ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍

ଓଡ଼ିଶା ସମ୍ବାଦ ବ୍ୟୁରୋ:  ରାତି ପାଇଲେ ରାଷ୍ଟ୍ରପତି ନିର୍ବାଚନ । ଏଥର ନିର୍ବାଚନରେ ଏନଡିଏ ଏବଂ ୟୁପିଏ ପ୍ରାର୍ଥୀଙ୍କ ମଧ୍ୟରେ ନିର୍ଚାଚନ ହେବ । ଭୋଟ ଦେବେ ସାଂସଦ ଏବଂ ବିଧାୟକ । ତେବେ ସରକାରୀ ଦଳର ପ୍ରାର୍ଥୀ ଚୟନ କୁ ନେଇ ଏବେ ସାରା ଭାରତରେ ଚର୍ଚା ହେଉଛି । ଏହାବି କୁହାଯାଉଛି ଦ୍ରୈାପଦୀ…

ରାଷ୍ଟ୍ରପତି ଦୌଡ଼ରେ କେବଳ ଦ୍ରୌପଦୀ ଆଉ ଯଶୱନ୍ତ ସିହ୍ନା; ଆଉ ସବୁ ନାକଚ ହେଇଗଲେ

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ ହେବାର ସମସ୍ତ ପ୍ରକ୍ରିୟା ଶେଷ ହେଲା । ରବିବାର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ତାରିଖ ଶେଷ ହୋଇଛି । ଏହାପରେ ରିଟର୍ଣ୍ଣିଂ ଅଫିସର ତଥା ରାଜ୍ୟସଭା ସେକ୍ରେଟାରୀ ଜେନେରାଲ ପିସି ମୋଦି ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି…

ରାଷ୍ଟ୍ରପତି ନିର୍ବାଚନ ପାଇଁ ୧୧୫ଟି ପ୍ରାର୍ଥୀପତ୍ର ଦାଖଲ; ଦ୍ରୌପଦି ଏବଂ ଯଶୱନ୍ତ ବୈଧ ଆଉ ସବୁ ଖାରଜ

ଭୁବନେଶ୍ୱର: ଆଗାମୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ୧୧୫ ଜଣ ବ୍ୟକ୍ତି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଗୁରୁବାର ରାଜ୍ୟସଭା ମହାସଚିବ(ସେକ୍ରେଟାରୀ ଜେନେରାଲ) ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି । ଅବଶ୍ୟ ଏନଡିଏ ସମର୍ଥିତ ପ୍ରାର୍ଥୀ ଦ୍ରୌପଦି ମୁର୍ମୁ ଏବଂ ମିଳିତ ବିରୋଧୀ…

ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ୟଶୱନ୍ତ ସିହ୍ନା

ନୂଆଦିଲ୍ଲୀ: ମିଳିତ ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ୟଶୱନ୍ତ ସିହ୍ନା ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ନାମାଙ୍କନ ପତ୍ର ଦାଖଲ ବେଳେ ଏକାଧିକ ବିରୋଧୀ ଦଳ ନେତା ଉପସ୍ଥିତ ଥିଲେ । ୟଶବନ୍ତଙ୍କ ସହ ଏନସିପି ମୁଖ୍ୟ ଶରଦ ପାୱାର ଓ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଉପସ୍ଥିତ ଥିଲେ ।…

ଯଶୱନ୍ତ ସିହ୍ନା ହେଲେ ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ, ଜୁନ୍ ୨୭ରେ ଭରିବେ ନାମାଙ୍କନ

ନୂଆଦିଲ୍ଲୀ: ବିରୋଧୀ ଘୋଷଣା କଲେ ରାଷ୍ଟ୍ରପତି ପ୍ରାର୍ଥୀ । ଜୁଲାଇ ୧୮ରେ ଦେଶରେ ରାଷ୍ଟ୍ରପତି ନିର୍ବାଚନ ହେବ । ଏଥିପାଇଁ ବିରୋଧୀ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିହ୍ନାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛନ୍ତି । ସିହ୍ନା ଜୁନ୍ ୨୭ରେ ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି…