Latest Odisha News
Browsing Tag

Yellow Warning to 6 Districts

ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟରେ ବର୍ଷା, ଆଜି ୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ସାରା ରାଜ୍ୟକୁ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଆଜିପାଇଁ ୬ ଜିଲ୍ଲା ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼କୁ…