Latest Odisha News
Browsing Tag

Yellow Warning

ଆସନ୍ତାକାଲି ଏହି ୧୧ ଜିଲ୍ଲାରେ ହେବ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ସକ୍ରିୟ ରହିଛି । ପ୍ରଭାବରେ ଆଜି ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଥିବା ବେଳେ ୨୯ ତାରିଖ ଯାଏ ଏଭଳି ପାଗ ଲାଗି ରହିବ । ଆସନ୍ତାକାଲି ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ମଙ୍ଗଳବାର ୨୭ ତାରିଖରେ…

୧୩ ତାରିଖ ଯାଏ ହିଟୱେଭ୍ ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମରେ ତାତି, ଉପକୂଳରେ ଗୁଳୁଗୁଳି । ସନ୍ତୁଳି ହେଉଛି ଓଡ଼ିଶା । ଏଭଳି ସ୍ଥିତି ଆଉ ୩ ଦିନ ଲାଗି ରହିବ । ୩ ଦିନ ପରେ ତାପମାତ୍ରା ସାମାନ୍ୟ ଖସିବ । ଆଗାମୀ ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ଠାରୁ ୪ରୁ ୬ ଡିଗ୍ରୀ ଯାଏ ଅଧିକ ରହିବ । ଆଜି ହିଟୱେଭ୍…

ଆଉ ୫ ଦିନ କାଳବୈଶାଖୀ, ୨୪ ଘଣ୍ଟା ପାଇଁ ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଉତ୍ତରପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ୧.୫ କିଲୋମିଟର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଅନ୍ୟପଟେ ରାଜ୍ୟରେ ଆଉ ୫ ଦିନ ଘଡ଼ଘଡ଼ି ବର୍ଷା ଲାଗି ରହିବ । ଏନେଇ ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଥିବା ବେଳେ ଆଗାମୀ…

ତାତିରୁ ମିଳିବ ଆଶ୍ୱସ୍ତି, ଘଡ଼ଘଡ଼ି ବର୍ଷା ନେଇ ଆଜି ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ୱସ୍ତି, ଭିଜାଇବ ଘଡ଼ଘଡ଼ି ବର୍ଷା । ରାଜ୍ୟର ଅନେକ ସହରରେ ପାରଦ ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିଥିବା ବେଳେ ଆଜି ଘଡ଼ଘଡ଼ି ବର୍ଷା ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆଜି ଘଡ଼ଘଡ଼ି ବର୍ଷା ନେଇ ବାଲେଶ୍ୱର, ଭଦ୍ରକ,…

୨୦ ତାରିଖ ଯାଏ ଘଡ଼ଘଡ଼ି ବର୍ଷା, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଘଡ଼ଘଡ଼ି ବର୍ଷା ପ୍ରଭାବରେ କମିବ ତାତି । ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ହେବ । ପ୍ରଭାବରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

ଏପ୍ରିଲ୍ ୧ ଯାଏ ବର୍ଷା, ଘଡ଼ଘଡ଼ି; ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ଲାଗି ରହିଛି । ଆଜି ପାଇଁ ପାଣିପାଗ ବିଭାଗ ଘଡ଼ଘଡ଼ି ବର୍ଷା ନେଇ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି…

ଆଉ ୨ ଦିନ ଘନ କୁହୁଡ଼ି, ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ଭୋର୍ ସମୟରେ ଘନ କୁହୁଡ଼ି ଦେଖା ଯାଉଛି । ଆସନ୍ତା ୨ ଦିନ ବିଭିନ୍ନ ଜିଲ୍ଲାରେ ସକାଳ ସମୟରେ କୁହୁଡ଼ି ଦୃଶ୍ୟମାନ ହେବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୨ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି…

ଜାଡ଼ରେ ଥରୁଛି ଓଡ଼ିଶା, ଆଉ ୨ ଦିନ ହାଡ଼ଭଙ୍ଗା ଶୀତ

ଭୁବନେଶ୍ୱର: ଉପକୂଳରୁ ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶା । ସବୁଠି ଶୀତର ପ୍ରକୋପ ଲାଗି ରହିଛି । ହାଡ଼ଭଙ୍ଗା ଜାଡ଼ରେ ଥୁରୁ ଥୁରୁ ହେଉଛି ସାରା ଓଡ଼ିଶା । ଆଜି କୋରାପୁଟର ସେମିଳିଗୁଡ଼ାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ୨୧ଟି ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ…

ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।…

୫ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା, ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ଚେତାବନୀ

ଭୁବନେଶ୍ୱର: ରାଜ୍ୟରେ ବଢ଼ିବ ବର୍ଷା ପରିମାଣ । ମୌସୁମୀ ନିମ୍ନ ଚାପ ରେଖା ଦକ୍ଷିଣ ମୁହାଁ ହୋଇଛି । ହିମାଳୟ ପାଦ ଦେଶରୁ ସ୍ୱାଭାବିକ ଅବସ୍ଥାନକୁ ଫେରୁଛି ମୌସୁମୀ ନିମ୍ନ ଚାପ ରେଖା । ପ୍ରଭାବରେ ଆସନ୍ତା ୫ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ୫ ତାରିଖରେ ରାଜ୍ୟର ୧୦ ଗୋଟି ଜିଲ୍ଲାରେ…