୧୪ ଯାଏ ବର୍ଷା, ୩ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ଆଜିଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଅଳ୍ପ କିଛି ସ୍ଥାନରେ ପ୍ରବଳ ବର୍ଷା ଓ କୁଆପଥର ବର୍ଷା ମଧ୍ୟ ହୋଇପାରେ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା…