ଆଜି ବି ରାଜ୍ୟରେ ଜାରି ରହିବ ହିଟ୍ ୱେଭ୍: ୧୧ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ଆଜି ବି ଜାରି ରହିବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଆଜି ୧୧ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ପାଇଁ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର…