Latest Odisha News

BREAKING NEWS

Browsing Tag

Yoga Day

ମାଲଦିବସରେ ଯୋଗ ଦିବସ ପାଳନ ବେଳେ ଭାରତୀୟଙ୍କୁ ଆକ୍ରମଣ

ମେଲ: ଭାରତ ମହାସାଗରରେ ଅବସ୍ଥିତ ଦ୍ୱୀପ ଦେଶ ମାଲଦିବସରେ ଭାରତୀୟଙ୍କ ଉପରେ ହୋଇଛି ଆକ୍ରମଣ । ସେଠାରେ ଅବସ୍ଥାପିତ ଭାରତୀୟ ହାଇକମିଶନଙ୍କ ଦ୍ୱାରା ଆୟୋଜିତ ଅର୍ନ୍ତଜାତୀୟ ଯୋଗ ଦିବସ ପାଳନ ବେଳେ ବିରୋଧ ପ୍ରଦର୍ଶନକାରୀ ଏକ ଗୋଷ୍ଠୀ ଆକ୍ରମଣ କରିଥିଲେ । ମଙ୍ଗଳବାର ହାଇ କମିଶନଙ୍କ ଦ୍ୱାରା…

ସାରା ବିଶ୍ୱରେ ପାଳିତ ହେଉଛି ଯୋଗ ଦିବସ । ୨୦୨୨ ପାଇଁ ସ୍ଳୋଗାନ୍ ‘ମାନବ ଜାତି ପାଇଁ ଯୋଗ’

ଭୁବନେଶ୍ବର: ବିଶ୍ୱ ସଂସ୍ଥା ଅନୂୁଯାୟୀ ସମ୍ପୂର୍ଣ୍ଣ ଓ ସୁସ୍ଥ ଶରୀର, ମନ, ସମାଜ ଓ ଆଧ୍ୟାତ୍ମିକ ଜୀବନ ପାଇଁ ଯୋଗ ହେଉଛି ଏକ ସର୍ବୋକ୍ରୃଷ୍ଟ ମାଧ୍ୟମ । ତେବେ ଚଳିତ ବର୍ଷ ଯୋଗ ଦିବସ ଉପଲକ୍ଷେ ଥିମ୍ ରହିଛି ‘ମାନବ ଜାତି ପାଇଁ ଯୋଗ’ । ଯୋଗ ହିଁ ଏକମାତ୍ର ମାଧ୍ୟମ ଯାହା ମନକୁ ଶାନ୍ତ କରିଥାଏ ।…

ଦେଖନ୍ତୁ ଭିଡ଼ିଓ: ଇନଷ୍ଟାଗ୍ରାମରେ ଭାଇରାଲ୍ ହେଉଛି ବିଦେଶୀ ତରୁଣୀଙ୍କ ଏହି କଷ୍ଟସାଧ୍ୟ ଯୋଗାସନ !

ନୂଆଦିଲ୍ଲୀ: ମହାନ ଭାରତୀୟ ସଂସ୍କୃତି ଓ ହିନ୍ଦୁ ପରମ୍ପରାରେ ଯୋଗକୁ ସର୍ବୋଚ୍ଚ ସ୍ଥାନ ପ୍ରଦାନ କରାଯାଇଛି ।  ଯୋଗମୁଦ୍ରା ଓ ଆସନକୁ ନେଇ ସମଗ୍ର ବିଶ୍ୱରେ ଏବେ ଗବେଷଣା ଚାଲିଥିବା ବେଳେ ସୋସିଆଲ୍ ମିଡ଼ିଆରେ ଜଣେ ବିଦେଶୀ ତରୁଣୀଙ୍କ କଷ୍ଟସାଧ୍ୟ ଯୋଗାସନ ଏବେ ଭାଇରାଲ୍ ହେବାରେ ଲାଗିଛି ।…

ପ୍ରେରଣା ସାଜିଲେ ଯବାନ, -୨୦ ଡିଗ୍ରୀରେ କରିଲେ ଯୋଗ

ନୂଆଦିଲ୍ଲୀ: ଆଜି ସାରା ବିଶ୍ୱ ପାଳନ କରୁଛି ପଞ୍ଚମ ଅନ୍ତର୍ଜାତୀୟ ଯୋଗ ଦିବସ । ପ୍ରଧାନମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ସେଲିବ୍ରେଟି ଯୋଗ କରୁଥିବା ବେଳର ଫଟୋ ନଜରକୁ ଆସିଛି । ତାସହ ନଜରକୁ ଆସିଛି ଅରୁଣାଚଳ ପ୍ରଦେଶରେ ଆଇଟିବିପି ଯବାନଙ୍କ ଭିନ୍ନ ଧରଣରେ ଯୋଗ କରୁଥିବା ଭିଡିଓ ।…

ଆଜି ଜୁନ ୨୧ ‘ଆନ୍ତର୍ଜାତିକ ଯୋଗ ଦିବସ’: ସମଗ୍ର ବିଶ୍ୱ ଯୋଗମୟ

ଭୁବନେଶ୍ୱର : ସମଗ୍ର ବିଶ୍ୱକୁ ଯୋଗ ହିଁ ଆଜି ଏକତାବଦ୍ଧ କରିପାରିଛି । ଚାଲନ୍ତୁ ଫେରିଯିବା ସେଇ ନୂଆ ପୃଥିବୀର ଆନନ୍ଦମୟ ମୁହୂର୍ତ୍ତ ଆଡ଼କୁ । ସମଗ୍ର ବିଶ୍ୱବାସୀ ଛାଡ଼ି ଆସିଥିବା ସେଇ ଯୋଗାସନର ସୁବର୍ଣ୍ଣ ଖଚିତ ପ୍ରାତଃକାଳକୁ । ସମଗ୍ର ବିଶ୍ୱକୁ ପୁନର୍ବାର ଖୋଜିବାକୁ ପଡ଼ିବ ମହର୍ଷି ପତଞ୍ଜଳିଙ୍କ…