Latest Odisha News

BREAKING NEWS

Browsing Tag

Yogi aditya nath

ରବି କିଶନଙ୍କୁ ମିଳିଲା ୱାଇ ପ୍ଲସ ସୁରକ୍ଷା

ନୂଆଦିଲ୍ଲୀ: ବଲିଉଡ ଅଭିନେତ୍ରୀ କଙ୍ଗନାଙ୍କ ପରେ ଏବେ ଅଭିନେତା ବିଜେପି ସାଂସଦ ରବି କିଶନଙ୍କୁ ମିଳିଲା ୱାଇ ପ୍ଲସ ସୁରକ୍ଷା । ଏ ନେଇ ନିଜ ଟୁଇଟର ଆକାଉଣ୍ଟ ଜରିଆରେ ସୂଚନା ଦେଇଛନ୍ତି ଅଭିନେତା ରବି କିଶନ । आदरणीय श्रद्धेय @myogiadityanath महाराज जी । पूजनीय महाराज जी ,…

ହାଥରସ ଗଣଦୁଷ୍କର୍ମ ଘଟଣା: ୨୫ ଲକ୍ଷ ଟଙ୍କାର କ୍ଷତି ପୂରଣ ଘୋଷଣା

ଲକ୍ଷ୍ନୌ: ଉତ୍ତରପ୍ରଦେଶ ହାଥରସ ଗଣଦୁଷ୍କର୍ମ ମାମଲାକୁ ନେଇ ଏବେ ଚାରିଆଡେ ତୀବ୍ର ବିରୋଧ ଜାରି ରହିଛି । ଏହାରି ଭିତରେ ପୀଡିତାଙ୍କ ପରିବାର ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଭିଡିଓ କଲ ମାଧ୍ୟମରେ ପୀଡିତାଙ୍କ ପରିବାର ସହ କଥା ହୋଇଥିବା ଜଣା ପଡିଛି। କଥା ହେବା ପରେ…

ୟୁପି ହାଥରସ ଗଣଦୁଷ୍କର୍ମ ମାମଲା: ତଦନ୍ତ କରିବ SIT

ଲକ୍ଷ୍ନୌ: ୟୁପି ହାଥରସ ଗଣଦୁଷ୍କର୍ମ ମାମଲାର ତଦନ୍ତ ପାଇଁ ଏସଆଇଟି ଟିମ୍ ଗଠନ ହୋଇଛି। ଗୃହ ସଚିବଙ୍କ ନେତୃତ୍ୱରେ ୩ ଜଣିଆ ଏସଆଇଟି ଟିମ୍ ଗଠନ କରିଛନ୍ତି ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ୭ଦିନ ଭିତରେ ସବିଶେଷ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହା ବ୍ୟତୀୟ ମୁଖ୍ୟମନ୍ତ୍ରୀ…

‘ମୋଗଲ ଆମ ଆଦର୍ଶ କେବେ ହୋଇପାରିବେ ନାହିଁ’- ଯୋଗୀ ଆଦିତ୍ୟନାଥ

ଆଗ୍ରା: ଉତ୍ତରପ୍ରଦେଶର ତାଜମହଲ ସହରରେ ନିର୍ମାଣ କରାଯାଉଥିବା ଏକ ମୋଗଲ ସଂଗ୍ରହାଳୟ, ମରାଠା ଆଦର୍ଶ ଛତ୍ରପତି ଶିବାଜୀ ମହାରାଜଙ୍କ ନାମରେ ନାମିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘୋଷଣା କରିଛନ୍ତି। ଏକ ସରକାରୀ ବିବୃତ୍ତିରେ କୁହାଯାଇଛି ଯେ ମୋଗଲ କିପରି ଆମର ହିରୋ ହୋଇପାରିବେ?…

ସାବଧାନ,ବିନା ୱାରେଣ୍ଟରେ କରାଯିବ ଗିରଫ!!

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ନୂଆ ନିୟମ, ସୁରକ୍ଷା ବଳ ବିନା ୱାରେଣ୍ଟ ରେ ସନ୍ଧାନ ଓ ଗିରଫ ପାରିବେ ବୋଲି ୟୁପି ସରକାରଙ୍କ ତରଫରୁ ସୂଚନା ଦିଆଯାଇଛି । ଏକ ସ୍ୱତନ୍ତ୍ର ଫୋର୍ସ ଗଠନ କରାଯିବ, ଯେଉଁଥିରେ ସିଆଇଏସଏଫ (ସେଣ୍ଟ୍ରାଲ୍ ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସ) ଭଳି କ୍ଷମତା ରହିବ ବୋଲି…

‘ପୂରଣ ହେଲା ୧୩୫ କୋଟି ଭାରତୀୟଙ୍କ ସଂକଳ୍ପ’

ଅଯୋଧ୍ୟା: ସବୁୁ ପ୍ରତିକ୍ଷାର ଘଟିଛି ଅନ୍ତ । ରାମ ଜନ୍ମଭୂମିରେ ଭବ୍ୟ ରାମମନ୍ଦିର ନିର୍ମାଣ ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ କହିଛନ୍ତି, ପାଞ୍ଚ ଶତାବ୍ଦୀ ପରେ ୧୩୫ କୋଟି ଭାରତୀୟଙ୍କ ସଂକଳ୍ପ…