Latest Odisha News
Browsing Tag

yogi

ଗୋଟିଏ ବର୍ଗର ଜନସଂଖ୍ୟା ବଢ଼ିଲେ ଅରାଜକତା ସୃଷ୍ଟି ହେବ: ଯୋଗୀ

ଲକ୍ଷ୍ନୈା: ବିଶ୍ୱ ଜନସଂଖ୍ୟା ଦିବସ ଅବସରରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବଡ଼ କଥା କହିଛନ୍ତି । ସେ କହିଛନ୍ତି ଦେଶରେ ପରିବାର ଯୋଜନା, ଜନସଂଖ୍ୟା ସ୍ଥିରତା ଚର୍ଚ୍ଚା ହେଉଛି । ତେବେ ଆମକୁ ମନେ ରଖିବାକୁ ହେବ ଯେ ଜନସଂଖ୍ୟାକୁ ନିୟନ୍ତ୍ରଣ କରିବା ପାଇଁ ପ୍ରୟାସ ସଫଳ ହେବା…

ୟୁପି ପୋଲିସ ହେବ ହାଇଟେକ୍, ହେଲିକପ୍ଟର, ଡ୍ରୋନ ରଖିବ ଅପରାଧିଙ୍କ ଉପରେ ନଜର

ୟୁପି ପୋଲିସକୁ ଯୋଗୀ ଆଦିତ୍ୟନାଥ କରୁଛନ୍ତି ଆଧୁନିକୀକରଣ । ଆମେରିକା, ଇସ୍ରାଏଲ, ସିଙ୍ଗାପୁର ପୋଲିସ ପରି ହାଇଟେକ ହେବାକୁ ଯାଉଛି ୟୁପି ପୋଲିସ । ଏଥିପାଇଁ ଯୋଜନା କରୁଛନ୍ତି ଯୋଗୀ ସରକାର । ଏଥିରେ ପ୍ରଥମ ସହାୟତା ଇସ୍ରାଏଲ ଦେବ ବୋଲି ପ୍ରତିଶ୍ରୁତି ଦେଇଛି । ଇସ୍ରାଏଲ, ସିଙ୍ଗାପୁର,…

ବୁଲଡୋଜର ଉପରେ ରୋକ ଲଗାଇବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ବୁଲଡୋଜର ଉପରେ ପ୍ରତିବନ୍ଧକ ଲଗାଇବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି । କିନ୍ତୁ ନିୟମ ପାଳନ କରାଯିବା ଆବଶ୍ୟକ ବୋଲି କହିଛନ୍ତି । ଜଷ୍ଟିସ୍ ଏସ୍ ବୋପାନ୍ନା ଏବଂ ଜଷ୍ଟିସ୍ ବିକ୍ରମ ନାଥଙ୍କ ଏକ ବେଞ୍ଚ ଏହି ନିର୍ଦେଶ ଦେଇଛନ୍ତି । ଜାମିଆତଙ୍କ ଆବେଦନ ଶୁଣାଣି କରି ଏହା…

ଚାଲିଲା ଯୋଗୀଙ୍କ ବୁଲଡୋଜର: 227 ଗିରଫ

ଲକ୍ଷ୍ନୈା: ୟୁପିରେ ହିଂସାକୁ ପ୍ରଶୟ ଦିଆଯିବ ନାହିଁ । ଯିଏ ହିଂସା କରିବ ତାକୁ କଠୋର ଦଣ୍ଡ ଦିଆଯିବ ଏହା ହେଉଛି ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଶକ୍ତ ବାର୍ତ୍ତା । ଆଉ ଏହି କ୍ରମରେ ଯେଉଁମାନେ ନିଲମ୍ବିତ ବିଜେପି କାର୍ଯ୍ୟକର୍ତ୍ତା ନୁପୁର ଶର୍ମାଙ୍କ ବିବାଦୀୟ ମନ୍ତବ୍ୟ ବିରୋଧରେ…

ସୋସିଆଲ ମିଡିଆରେ ଟ୍ରେଣ୍ଡ୍‌ କରୁଛନ୍ତି ଗୁଜରାଟ ଯୋଗୀ

ନୂଆଦିଲ୍ଲୀ: ହିନ୍ଦୁ ଯୁବ ବାହିନୀଙ୍କ ଗୁଜୁରାଟର ଦାୟିତ୍ୱରେ ଥିବା ଯୋଗୀ ଦେବନାଥ ଟ୍ୱିଟରରେ ଟ୍ରେଣ୍ଡ କରୁଛନ୍ତି। ଅନେକ ଲୋକ ଯୋଗୀ ଦେବନାଥଙ୍କ ଫଟୋ ଟ୍ୱିଟରରେ ପୋଷ୍ଟ କରୁଛନ୍ତି ଏବଂ ତାଙ୍କୁ 'ଗୁଜୁରାଟର ଯୋଗୀ' ବୋଲି କହୁଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ…