ବାହାଘର ବରଯାତ୍ରୀରେ ନାଚୁ ନାଚୁ ଚାଲିଗଲା ଜୀବନ
କାନପୁର: ମୃତ୍ୟୁ କାହା ପାଇଁ କେତେବେଳେ ଆସେ ଜଣା ନଥାଏ । ଆାଜିକାଲି ଏମିତି ମୃତ୍ୟୁ ଆସୁଛି ଯାହାକୁ ଶୁଣିଲେ ଛାତି ଥରି ଯାଉଛି । ଏମିତିକି ନୃତ୍ୟ, ଅଭିନୟ, ଜିମ୍ କରିବା ସମୟରେ ଲୋକଙ୍କ ମୃତ୍ୟୁ ଖବର ମଧ୍ୟ ସାମ୍ନାକୁ ଆସୁଛି। ସେହିଭଳି ଏକ ଘଟଣା ସାମ୍ନାକୁ ଆସିଛି ।
କାନପୁରର ହରଡାଉଲି…