Latest Odisha News

BREAKING NEWS

Browsing Tag

Youth attack

ରାଜଧାନୀରେ ଯୁବକଙ୍କୁ ଛୁରାମାଡ଼ କଲେ ୨୫କୁ ଅଧିକ ଦୁର୍ବୃତ୍ତ

ଭୁବନେଶ୍ୱର: ରାଜଧାନୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ । ୨୫କୁ ଅଧିକ ଯୁବକ ଘେରିଯାଇ ଛୁରାମାଡ଼ କରିଥିବା ଅଭିଯୋଗ ହୋଇଛି । ଭୁବନେଶ୍ୱର ସାଇନ୍ସ ପାର୍କ ନିକଟରେ ଏହି ଘଟଣା ଘଟିଛି । ଆକ୍ରମଣରେ ଯୁବକ ଆହତ ହୋଇଛନ୍ତି । ତାଙ୍କ ନାଁ ଆଶିଷ କୁମାର । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨୫ରୁ…

ସାହି ଭିତରେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ

ପୁରୀ: ଯୁବକଙ୍କୁ ଗୋଡ଼େଇ ଗୋଡ଼ଇ ହାଣିଲେ ଦୁର୍ବୃତ୍ତ । ସାହି ଭିତରେ ମରଣାନ୍ତକ ଆକ୍ରମଣ । ପୁରୀ ବାସେଳିସାହି ଥାନା ମିଶ୍ରସାହିରେ ଏହି ଘଟଣା ଘଟିଛି । ଗୁରୁତର ଅବସ୍ଥାରେ ଯୁବକଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି…

ରାଜଧାନୀରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ଭୁବନେଶ୍ୱର: ଦିନ ଦ୍ୱିପ୍ରହରରେ ରାଜଧାନୀର ବାପୁଜୀ ନଗରରେ ବୁଲିଲା ଖଣ୍ଡାକାତି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ଆହତ ଯୁବକଙ୍କୁ ଚିକିତ୍ସା ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି । ସୂଚନା ଅନୁଯାୟୀ,…

ବିମାନ ବନ୍ଦରରେ ଯୁବକଙ୍କ ଉନ୍ମତକାଣ୍ଡ; ହେଲିକପ୍ଟର ଉପରକୁ ଫିଙ୍ଗିଲେ ପଥର

ଭୋପାଳ: ମଧ୍ୟପ୍ରଦେଶର ଭୋପାଳରେ ଅବସ୍ଥିତ ରାଜା ଭୋଜ ବିମାନ ବନ୍ଦରରେ ରବିବାର ଦିନ ଜଣେ ଯୁବକ ହେଲିକପ୍ଟର ଉପରକୁ ପଥର ଫିଙ୍ଗିବା ଭଳି ଚାଞ୍ଚଲ୍ୟକର ଘଟଣା ନଜରକୁ ଆସିଛି । ଯାହାଫଳରେ ଏୟାରପୋର୍ଟର ସୁରକ୍ଷା ବ୍ୟବସ୍ଥାକୁ ନେଇ ଏକପ୍ରକାର ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଜାତୀୟ ଗଣମାଧ୍ୟମରେ…