ରେଳ ଧାରଣା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର: ମୃତ୍ୟୁ ପୂର୍ବର ଶେଷ ଭିଡିଓ ଭାଇରାଲ୍
ଭୁବନେଶ୍ୱର: ଯାହାକୁ ଭଲ ପାଉଥିଲି, ଶେଷରେ ସେ ଧୋକା ଦେଲା। ସେ ଖାଲି ମୋତେ ଧୋକା ଦେଇ ନାହିଁ, ବରଂ ବହୁତ କଷ୍ଟ ମଧ୍ୟ ଦେଇଛି। ଆଉ ମାତ୍ର କିଛି ସମୟ ବଞ୍ଚିବି । କେବେବି ଭାବି ନଥିଲି ଏତେ ଶୀଘ୍ର ଦୁନିଆ ଛାଡ଼ି ଚାଲିଯିବି।’... ମୃତ୍ୟୁ ପୂର୍ବରୁ ଏକ ଭିଡିଓ କରି ଏଭଳି କିଛି କହିଛନ୍ତି ଜଣେ…