ପଥରରେ ଛେଚି ଯୁବକଙ୍କୁ ହତ୍ୟା, ମିଳିନି ମୃତକଙ୍କ ପରିଚୟ
ବରଗଡ: ବରଗଡ଼ରେ ଅଭାବନୀୟ କାଣ୍ଡ ଦେଖିବାକୁ ମିଳିଛି । ଜଣେ ଯୁବକଙ୍କୁ ପଥରରେ ଛେଚି ଛେଚି ହତ୍ୟା କରାଯାଇଛି । ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବରଗଡ ଜିଲ୍ଲା ଟାଉନ୍ ଥାନା ଅନ୍ତର୍ଗତ ୱାର୍ଡ ନମ୍ବର ୫ ସାହାରାପଡା ଛକ ନିକଟରୁ ମୃତଦେହ ମିଳିଛି । ମୃତକଙ୍କ ପରିଚୟ ମିଳିପାରିନାହିଁ ।…