Latest Odisha News
Browsing Tag

youth dies

କଟକରେ ମୁକୁଳା ଡ୍ରେନ୍ ନେଲା ଜୀବନ, ୨୧ ବର୍ଷର ଯୁବକ ମୃତ

କଟକ: ପୁଣି ମୁକୁଳା ଡ୍ରେନ୍ ନେଲା ଜୀବନ । କଟକର ଝୋଳା ସାହିରେ ଶନିବାର ରାତିରେ ମୁକୁଳା ଡ୍ରେନରେ ଖସି ପଡ଼ି ୨୧ ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ନାଁ ରାହୁଲ । ଘର ରାଜସ୍ଥାନରେ ହୋଇଥିବା ବେଳେ ସେ କଟକର ଝୋଲାସାହିରେ ସମ୍ପର୍କୀୟଙ୍କ ସହ ରହୁଥିଲେ । ଗତକାଲି ପ୍ରବଳ…

ଗଞ୍ଜାମ ଏସପିଙ୍କ ଅଫିସ ଆଗରେ ଆତ୍ମାହୂତି ଦେଇଥିବା ଯୁବକଙ୍କ ମୃତ୍ୟୁ

ବ୍ରହ୍ମପୁର: ଗଞ୍ଜାମ ଏସପିଙ୍କ ଅଫିସ ଆଗରେ ଆତ୍ମାହୂତ ଉଦ୍ୟମ କରିଥିବା ଯୁବକଙ୍କ ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ଗତକାଲି ରାତିରେ ସେ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକ ହେଲେ ଛତ୍ରପୁର ବୋରିଗାଁର ବାଦଲ ସାହୁ…

ରାଜଧାନୀରେ ଚାଞ୍ଚଲ୍ୟ: ଗଛରେ ବନ୍ଧା ହୋଇଛି ମୃତଦେହ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ନାଲକୋ ଛକରେ ଗଛରେ ବନ୍ଧା ହୋଇଛି ମୃତଦେହ। ନାଲକୋ ଛକରେ ଥିବା ଏକ ବଡ଼ ଗଛରେ ବେକକୁ ଗାମୁଛାରେ ବନ୍ଧା ହୋଇ ବସିଥିବା ଅବସ୍ଥାରେ ଜନୈକ ଯୁବକର ମୃତଦେହ ଦେଖିବାକୁ ମିଳିଛି । ଏଯାଏ ମୃତ ବ୍ୟକ୍ତିଙ୍କର ପରିଚୟ ମିଳିନଥିବା ବେଳେ ଘଟଣାସ୍ଥଳରେ ପୁଲିସ ପହଞ୍ଚି…