Latest Odisha News

BREAKING NEWS

Browsing Tag

Youth

‘ସୋଲେ’ର ବୀରୁ ପରି ଛାତ ଉପରେ ଚଢିଲେ ଯୁବକ, ଦେଲେ ଆତ୍ମହତ୍ୟା ଧମକ

ଭୁବନେଶ୍ୱର: ବଲିଉଡ ଫିଲ୍ମ ‘ସୋଲେ’ରେ ଯେଭଳି ଧର୍ମେନ୍ଦ୍ର (ବୀରୁ) ନିଜ ପ୍ରେମକୁ ପାଇବା ଲାଗି ଛାତ ଉପରକୁ ଚଢି ଆତ୍ମହତ୍ୟା କରିବା ଲାଗି ଧମକ ଦେଇଥିଲେ । ଠିକ୍ ସେହିଭଳି ଏକ ଘଟଣା ଶୁକ୍ରବାର ଦିନ ଦେଖିବାକୁ ମିଳିଛି ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ପରିସରରେ । ମିଳିଥିବା ସୂଚନାନୁଯାୟୀ…

କାଠଯୋଡି ନଦୀକୁ ଡେଇଁଥିବା ଯୁବକଙ୍କ ମିଳୁନି ପତ୍ତା, ଉଦ୍ଧାର କାର୍ଯ୍ୟ ଜାରି

କଟକ: କାଠଯୋଡି ନଦୀ ମଧ୍ୟକୁ ଗତ ବୁଧବାର ଦିନ ଡେଇଁ ପଡିଥିବା ନିଖୋଜ ଯୁବକକୁ ଖୋଜିବା ଲାଗି ଦ୍ୱିତୀୟ ଦିନରେ ବି ଉଭୟ ଓଡ୍ରାଫ୍ ଟିମ୍ ଏବଂ ଅଗ୍ନିଶମ କର୍ମଚାରୀ ମିିଳିତ ଭାବେ ସର୍ଚ୍ଚ ଅପରେସନ୍ ଜାରି ରଖିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ନିଆଳି ଥାନା ଅନ୍ତର୍ଗତ କରଞ୍ଜିଆ ଗ୍ରାମର ଦେବବ୍ରତ…

ବିଚ୍ ରାସ୍ତାରେ ନାବାଳିକାଙ୍କୁ ଯୁବକଙ୍କ ଆକ୍ରମଣ ଅଭିଯୋଗ

ବ୍ରହ୍ମପୁର: ବ୍ରହ୍ମପୁର ଉପକଣ୍ଠସ୍ଥ ଗୋପାଳପୁର ଛକ ନିକଟରେ ରବିବାର ରାତିରେ ଏକ ନାବାଳିକା ଓ ପରିବାର ବର୍ଗଙ୍କୁ ସର୍ବସମ୍ମୁଖରେ ଜଣେ ଯୁବକ ମାଡପିଟ୍ କରିବା ନେଇ ଅଭିଯୋଗ ହୋଇଛି । ପ୍ରାପ୍ତ ସୂଚନାନୁଯାୟୀ ଗତକାଲି ସମ୍ପୃକ୍ତ ନାବାଳିକା ଜଣକ ନିଜ ସମ୍ପର୍କୀୟଙ୍କ ସହ କାରରେ ଯାଉଥିବାବେଳେ…

ଯୁବକଙ୍କୁ ମାଡମାରି ନିଲମ୍ବିତ ହେଲେ ପୋଲିସ ବାବୁ, ଦେଖନ୍ତୁ ଭିଡିଓ

ବୌଦ୍ଧ: ବୌଦ୍ଧ ଜିଲ୍ଲାରେ ଜଣେ ଯୁବକଙ୍କୁ ଗାଳିଗୁଲଜ ତଥା ସର୍ବସମ୍ମୁଖରେ ମାଡ ମାରିବା ଘଟଣାରେ ଗୁରୁବାର ଦିନ ରିଜର୍ଭ ପୋଲିସର ଜଣେ କନେଷ୍ଟବଳଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। https://youtu.be/ynJV7S2Hnd4 ପ୍ରାପ୍ତ ସୂଚନାନୁଯାୟୀ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକର ତିନି ଜଣ…

କଟକ: ରେଳଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

କଟକ : କଟକର କୁଆଖାଇ ନଦୀ ନିକଟସ୍ଥ ରେଳଧାରଣାରୁ ମଙ୍ଗଳବାର ସକାଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏଯାବତ୍ ମୃତକଙ୍କ ପରିଚୟ ମିଳିପାରିନଥିବା ଜଣାପଡିଛି । ମିଳିଥିବା ସୂଚନାନୁଯାୟୀ କିଛି ସ୍ଥାନୀୟ ଲୋକମାନେ ମୃତଦେହ ପଡିଥିବା ଠାବ କରିଥିଲେ । ପରବର୍ତ୍ତୀ ସମୟରେ…