Latest Odisha News
Browsing Tag

YS Sharmila

ହାତ ଧରିଲେନି ଶର୍ମିଳା, କିନ୍ତୁ ସାଙ୍ଗରେ ରହିବେ !

ଭୁବନେଶ୍ୱର: କଂଗ୍ରେସ ସହ ନିଜ ଦଳକୁ ଲୀନ କରିବାକୁ ଉଦ୍ୟମ କଲେ। ସୋନିଆ ରାହୁଲଙ୍କ ସହ ସାକ୍ଷାତ କରି ତେଲେଙ୍ଗାନାରେ ଏକାଠି ନିର୍ବାଚନ ଲଢ଼ିବାକୁ ଆଲୋଚନା କଲେ। ବହୁ ଅପେକ୍ଷା ମଧ୍ୟ କଲେ। କିନ୍ତୁ କଂଗ୍ରେସ ପକ୍ଷରୁ କିଛି ନିଷ୍ପତ୍ତି ନିଆ ନ ଯିବାରୁ ତେଲେଙ୍ଗାନାର ସମସ୍ତ ୧୧୯ ବିଧାନସଭା…

ଶର୍ମିଳାଙ୍କ ହାତ ଧରିଲେନି ରାହୁଲ, ଏବେ ଏକା ଲଢ଼ିବେ

ଭୁବନେଶ୍ୱର: ଉଦ୍ୟମ ବ୍ୟର୍ଥ ହେଲା। ଆଶା ଭାଙ୍ଗିଗଲା। ଆଉ କଂଗ୍ରେସ ସହ ନୁହେଁ ବରଂ ଏକାକୀ ତେଲେଙ୍ଗାନାର ସମସ୍ତ ୧୧୯ ଟି ବିଧାନସଭା ସିଟରେ ପ୍ରାର୍ଥୀ ଦେବାକୁ ଘୋଷଣା କରିଛନ୍ତି ୱାଇଏସଆର ତେଲେଙ୍ଗାନା ପାର୍ଟି ମୁଖ୍ୟ ୱାଇଏସ ଶର୍ମିଳା। ହାଇଦ୍ରାବାଦରେ ଆୟୋଜିତ ଏକ ଦଳୀୟ ବୈଠକରେ ସେ ଏହି…

ଶର୍ମିଳାଙ୍କ ହାତ ଧରୁନାହାନ୍ତି ରାହୁଲ, ଆଉ ବିଳମ୍ବ ହେଲେ ଦୁରେଇଯିବେ !

ଭୁବନେଶ୍ୱର: ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ତେଲେଙ୍ଗାନା ରାଜନୀତି ସେତିକି ସରଗରମ ହେଉଛି। ଦେଶର ପ୍ରମୁଖ ଚାରୋଟି ରାଜ୍ୟର ନିର୍ବାଚନ ଉପରେ ରାଜନୈତିକ ଦଳଗୁଡିକର ନଜର ରହିଥିବା ବେଳେ ତେଲେଙ୍ଗାନା ଦଖଲ ପାଇଁ କଂଗ୍ରେସ ଉଦ୍ୟମକୁ ଜୋରଦାର କରୁଛି। ଲଗାତର ଶାସନ କ୍ଷମତାରେ ଥିବା…

ମିଳିଲା ଗ୍ରୀନ ସିଗନାଲ, ଏଥର ରାହୁଲଙ୍କ ହାତ ଧରିବେ ଶର୍ମିଳା !

ଭୁବନେଶ୍ୱର: ତେଲେଙ୍ଗାନା ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ବିଭିନ୍ନ ରାଜନୈତିକ ଦଳ ନିଜ ନିଜର ସମୀକରଣକୁ ରୂପ ଦେବାରେ ଲାଗି ପଡିଛନ୍ତି। ତେଲେଙ୍ଗାନା ଶାସକ ଦଳ ବିଆରଏସ ନିଜର ପ୍ରାର୍ଥୀ ଘୋଷଣା କରି ସାରିଥିବା ବେଳେ କଂଗ୍ରେସ ଓ ବିଜେପି ଏ ଯାଏ ପ୍ରାର୍ଥୀ ଘୋଷଣା କରିନାହାନ୍ତି।…

ବିନା ସର୍ତ୍ତରେ ରାହୁଲଙ୍କ ହାତ ଧରିବେ ଶର୍ମିଳା!

ଭୁବନେଶ୍ୱର: କଂଗ୍ରେସର ନୂଆ ଫଣ୍ଡା ଏକତା। ନିଜ ଭିତରେ ଲଢେଇ ନ କରି ସମସ୍ତେ ଗୋଟିଏ ପ୍ଲାଟଫର୍ମରେ ଏକାଠି ହେବାକୁ ଦଳ ସବୁଠୁ ଅଧିକ ଧ୍ୟାନ ଦେଉଛି। ତେଲେଙ୍ଗାନାରେ ଏହାର ବଡ଼ ପ୍ରତିଫଳନ ଦେଖିବାକୁ ମିଳିଛି। ପୂର୍ବରୁ ରାଜସ୍ଥାନ ଓ ଛତିଶଗଡ଼ରେ ଦଳୀୟ ନେତାଙ୍କୁ ମ୍ୟାନେଜ କରି ଗୋଟିଏ…

ରାହୁଲଙ୍କୁ ଶର୍ମିଳାଙ୍କ ହାତ ଧରିବାକୁ ଦେବେନି !

ଭୁବନେଶ୍ୱର: ତେଲେଙ୍ଗାନାରେ ଛିଡିପାରୁନି କଂଗ୍ରେସ ଓ ୱାଇଏସଆର ତେଲେଙ୍ଗାନା ପାର୍ଟି ମଧ୍ୟରେ ଅଙ୍କ। ୱାଇଏସଆର ତେଲେଙ୍ଗାନା ପାର୍ଟି ମୁଖ୍ୟ ୱାଇଏସ ଶର୍ମିଳା କଂଗ୍ରେସରେ ମିଶିବା ନେଇ ଉଦ୍ୟମ କରିବା ସହ ଏ ନେଇ କଂଗ୍ରେସ ପକ୍ଷରୁ ଗ୍ରୀନ ସିଗନାଲ ମିଳିଥିଲେ ମଧ୍ୟ ନିଷ୍ପତ୍ତି ହୋଇପାରୁ ନାହିଁ।…

ରାହୁଲଙ୍କ ହାତ ଧରିବେ ଶର୍ମିଳା!

ଭୁବନେଶ୍ୱର: କଂଗ୍ରେସରେ ମିଶିଵ କି ୱାଇଏସଆର ତେଲେଙ୍ଗାନା ପାର୍ଟି? ପାର୍ଟି ମୁଖ୍ୟ ତଥା ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନଙ୍କ ଭଉଣୀ ୱାଇଏସ ଶର୍ମିଳାଙ୍କ ଆଭିମୁଖ୍ୟକୁ ଦେଖି ଏମିତି କିଛି ଚର୍ଚ୍ଚା ଏବେ ଜୋର ଧରିଛି। ଚର୍ଚ୍ଚା ଅନୁଯାୟୀ ଆସନ୍ତା ଜୁଲାଇ ଆଠ ତାରିଖରେ ଶର୍ମିଳାଙ୍କ ଦଳ କଂଗ୍ରେସରେ…

ଜଗନମୋହନଙ୍କ ଦଳରୁ ଇସ୍ତଫା ଦେଲେ ମା ବିଜୟଲକ୍ଷ୍ମୀ; ତେଲେଙ୍ଗାନାରେ ଝିଅକୁ କରିବେ ସାହାଯ୍ୟ

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ ଜଗନମୋହନ ରେଡ୍ଡୀଙ୍କ ମା' ବିଜୟଲକ୍ଷ୍ମୀ ୱାଇଏସଆର କଂଗ୍ରେସ ସମ୍ମାନୀୟ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି । ଗୁଣ୍ଟୁର ଠାରେ ହେଉଥିବା ଦୁଇ ଦିନିଆ ମେଗା ସମାବେଶରେ ବିଜୟାମ୍ମା ଇସ୍ତଫା ଘୋଷଣା କରିଥିଲେ । ଏହା ସହ ୱାଇଏସଆର କଂଗ୍ରେସରୁ…