Latest Odisha News

BREAKING NEWS

Browsing Tag

Zilla Parishad Member

ଫରେନସିକ୍ ଯାଞ୍ଚ ପାଇଁ ଗଲା ଧର୍ମେନ୍ଦ୍ରଙ୍କ ଘଣ୍ଟା ଓ ଘରର ସିସିଟିଭି ହାର୍ଡଡିସ୍କ

ଭୁବନେଶ୍ୱର: ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ମାମଲାର ତଦନ୍ତ କରୁଛି ପୋଲିସ । କେଉଁ କାରଣ ପାଇଁ ଧର୍ମେନ୍ଦ୍ର ଏଭଳି ଚରମ ନିଷ୍ପତ୍ତି ନେଲେ ପୋଲିସ କାରଣ ଖୋଜୁଛି । ପୂର୍ବରୁ ଧର୍ମେନ୍ଦ୍ରଙ୍କ ମୋବାଇଲକୁ ଫରେନସିକ୍ ଯାଞ୍ଚ ପାଇଁ ପଠା ଯାଇଥିଲା । ଆଜି ପୋଲିସ…

ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର: ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ପଛରେ କିଏ ? ମନ୍ତ୍ରୀ ସମୀର ଦାଶଙ୍କ ସମ୍ପୃକ୍ତି ନେଇ ବିରୋଧୀ ଅଭିଯୋଗ ଆଣିଛନ୍ତି । ଧର୍ମେନ୍ଦ୍ରଙ୍କ ମୃତ୍ୟୁର ୨ ଦିନ ପରେ ମନ୍ତ୍ରୀ ସମୀର ଦାଶ ମୁହଁ ଖୋଲିଛନ୍ତି । ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁକୁ ନେଇ ଦୁଃଖିତ…

ଆସିଲା ମୃତ ଧର୍ମେନ୍ଦ୍ର ସାହୁଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ, ଜାଣନ୍ତୁ ମୃତ୍ୟୁର କାରଣ

ଭୁବନେଶ୍ୱର: କେମିତି ହୋଇଥିଲା ପୁରୀ ଜିଲ୍ଲା ନିମାପଡ଼ା ନିର୍ବାଚନ ମଣ୍ଡଳୀ ୧୧ ନମ୍ବର ଜୋନ୍ ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ । ଏବେ ଧର୍ମେନ୍ଦ୍ର ସାହୁଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆସିଛି । ଯେଉଁଥିରେ ଶ୍ୱାସରୁଦ୍ଧ ହୋଇ ଧର୍ମେନ୍ଦ୍ରଙ୍କ ମୃତ୍ୟୁ ହୋଇଥିବା…

ଧର୍ମେନ୍ଦ୍ରଙ୍କ ୨ଟି ମୋବାଇଲ୍ ମିଳିଲା, ପ୍ରମାଣ ଅଛି ତ ?

ଭୁବନେଶ୍ୱର: ଜିଲ୍ଲା ପରିଷଦ ସଭ୍ଯ ଧର୍ମେନ୍ଦ୍ର ସାହୁଙ୍କ ସନ୍ଦେହଜନକ ମୃତ୍ୟୁ ପରେ ଅନେକ ପ୍ରଶ୍ନ ଉଠୁଛି । ବିଶେଷ କରି ମୃତ୍ୟୁର କିଛି ଘଣ୍ଟା ପୂର୍ବରୁ ଧର୍ମେନ୍ଦ୍ର କରିଥିବା ଫେସବୁକ୍ ପୋଷ୍ଟ ଯେତିକି ଚିନ୍ତାଜନକ ସେତିକି ସମ୍ବେଦନଶୀଳ । ମୃତ୍ୟୁର ମାତ୍ର କେଇ ମିନିଟ୍ ପୂର୍ବରୁ ଧର୍ମେନ୍ଦ୍ର…