Latest Odisha News
Browsing Tag

zoo closed

ଶନିବାର ଓ ରବିବାର ବନ୍ଦ ରହିବ ନନ୍ଦନକାନନ

ବାରଙ୍ଗ: ସପ୍ତାହର ୫ ଦିନ ଖୋଲାରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ଶନିବାର ଓ ରବିବାର ବନ୍ଦ ରହିବ ନନ୍ଦନକାନନ । କରୋନା ସଂକ୍ରମଣ ଯୋଗୁଁ ଏଭଳି ନିଷ୍ପତ୍ତି ନେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ । ୩ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ବଟାନିକାଲ ଗାର୍ଡେନ…