‘ଜ୍ୱିଗାଟୋ’ ଚଳଚ୍ଚିତ୍ର ଉପରୁ କର ଛାଡ଼ କଲେ ରାଜ୍ୟ ସରକାର
ଭୁବନେଶ୍ୱର: ଅଭିନେତ୍ରୀ ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା ବିଶିଷ୍ଟ ଅଭିନେତା କପିଲ ଶର୍ମାଙ୍କ ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ଼ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି ।
ସୂଚନାଯୋଗ୍ୟ ଯେ…