Latest Odisha News
Browsing Tag

zydus cadila vaccine

ଅକ୍ଟୋବରରୁ ଆରମ୍ଭ ହୋଇପାରେ ପିଲାଙ୍କ ଟିକାକରଣ

ନୂଆଦିଲ୍ଲୀ: ଜାଇଡସ୍ କାଡିଲାର ଛୁଞ୍ଚିମୁକ୍ତ କରୋନାଭାଇରସ୍ ଟିକା ZyCoV-D ଅକ୍ଟୋବର ଆରମ୍ଭ ସୁଦ୍ଧା ଉପଲବ୍ଧ ହେବାର ସମ୍ଭାବନା ରହିଛି। ଏ ନେଇ ଶନିବାର ରିପୋର୍ଟ ପ୍ରକାଶ ପାଇଛି। ଭାରତର ଔଷଧ ନିୟାମକ ଅଗଷ୍ଟ ୨୦ରେ ଜରୁରୀକାଳୀନ ବ୍ୟବହାର ପାଇଁ ଜାଇଡସ୍ କାଡିଲା ଟିକାକୁ ଅନୁମୋଦନ କରିଥିଲେ।…