ଚେନ୍ନାଇ: ତାମିଲନାଡୁର କୃଷି ମନ୍ତ୍ରୀ ଆର ଡୋରିକାନ୍ନୁ କରୋନା ସଂକ୍ରମଣ ପରେ ମୃତ୍ୟୁ ଘଟିଛି। ୧୩ ଅକ୍ଟୋବରରେ ୭୨ ବର୍ଷିୟ ଡୋରିକାନ୍ନୁ କରୋନା ସଂକ୍ରମିତ ହୋଇଥିବା ଜଣାପଡିଥିଲା। ଡୋରିକାନ୍ନୁଙ୍କ ୯୦ ପ୍ରତିଶତ ଫୁସଫୁସ ସଂକ୍ରମଣ ହୋଇଥିବା ରିପୋର୍ଟରୁ ଜଣାପଡ଼ିଥିଲା। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଇସିଏମ୍ଓ ଏବଂ ଭେଣ୍ଟିଲେଟର ସହାୟତାରେ ରଖାଯାଇଥିଲା। ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ହସ୍ପିଟାଲ୍ କର୍ତ୍ତୁପକ୍ଷ ତରଫରୁ ସୂଚନା ଦିଆଯାଇଛି। ଡୋରିକାନ୍ନୁ ଥାନଜାଭୁର ଜିଲ୍ଲାର ପପାନାସାମରୁ ତିନିଥର ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ।
BREAKING NEWS
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
- BJD Suspend: ମଞ୍ଜୁଲତା ଓ ମୁକ୍ତିକାନ୍ତ ବିଜେଡିରୁ ସସ୍ପେଣ୍ଡ୍
- ଅଶ୍ୱିନୀ କୁମାର ମିଶ୍ରଙ୍କୁ ବିଷୁବ ପୁରସ୍କାର ଓ ଏହିମାନେ ପାଇବେ ‘ଝଙ୍କାର’ ପୁରସ୍କାର
- Terror network:ଆତଙ୍କବାଦୀ ମଡ୍ୟୁଲ୍ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ;ପାକିସ୍ତାନ ସହ ଜଡିତ ୨ଅସ୍ତ୍ରଶସ୍ତ୍ର ଚୋରାଚାଲାଣକାରୀ ଗିରଫ
Comments are closed.