ଚେନ୍ନାଇ: ତାମିଲନାଡୁର କୃଷି ମନ୍ତ୍ରୀ ଆର ଡୋରିକାନ୍ନୁ କରୋନା ସଂକ୍ରମଣ ପରେ ମୃତ୍ୟୁ ଘଟିଛି। ୧୩ ଅକ୍ଟୋବରରେ ୭୨ ବର୍ଷିୟ ଡୋରିକାନ୍ନୁ କରୋନା ସଂକ୍ରମିତ ହୋଇଥିବା ଜଣାପଡିଥିଲା। ଡୋରିକାନ୍ନୁଙ୍କ ୯୦ ପ୍ରତିଶତ ଫୁସଫୁସ ସଂକ୍ରମଣ ହୋଇଥିବା ରିପୋର୍ଟରୁ ଜଣାପଡ଼ିଥିଲା। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଇସିଏମ୍ଓ ଏବଂ ଭେଣ୍ଟିଲେଟର ସହାୟତାରେ ରଖାଯାଇଥିଲା। ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ହସ୍ପିଟାଲ୍ କର୍ତ୍ତୁପକ୍ଷ ତରଫରୁ ସୂଚନା ଦିଆଯାଇଛି। ଡୋରିକାନ୍ନୁ ଥାନଜାଭୁର ଜିଲ୍ଲାର ପପାନାସାମରୁ ତିନିଥର ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ।
BREAKING NEWS
- ଆନ୍ତର୍ଜାତୀୟ କ୍ରିକେଟରୁ ମେଘନାଙ୍କ ଅବସର
- ‘ଏକାମ୍ର ୱାକ୍ସ’ର ସ୍ୱତନ୍ତ୍ର ‘ୟୁଏମ୍ଆଇ’ଟ୍ରେଲ୍ ଆରମ୍ଭ
- ୨୦୨୮ ଲସ୍ ଆଞ୍ଜେଲସ୍ ଅଲିମ୍ପିକ୍ସ: କ୍ରିକେଟ୍ କ୍ୱାଲିଫାୟର ଓ ଯୋଗ୍ୟତା ନିୟମ
- Police Recruitment:୭୨୬୮ ପୋଲିସ ପଦବୀ ପାଇଁ ବାହାରିଲା ବିଜ୍ଞପ୍ତି;ଜାଣନ୍ତୁ ଆବେଦନ ତାରିଖ
- ଦ୍ୱିତୀୟ ଟି୨୦ରେ ବୈଭବଙ୍କୁ ମିଳିପାରେ ସୁଯୋଗ
- ବରଗଡ ବିଜେପୁରରେ ନାବାଳକର ସନ୍ଦେହଜନକ ମୃତ୍ୟୁ, ପୋଲିସ ତଦନ୍ତ ଜାରି
- ସନ୍ନି ଦେଓଲଙ୍କ ‘ସୂର୍ଯ୍ୟ’ ଟିଜରକୁ ନେଇ ବିବାଦ, IMAଓ AIIMS ଦିଲ୍ଲୀ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଦାବି
- ଫ୍ରାନ୍ସରେ ଶନିବାର ବଡ଼ ବିକ୍ଷୋଭ: ସୁରକ୍ଷା ପାଇଁ ୭୦,୦୦୦ ପୋଲିସ ମୁତୟନ
- ଆସନ୍ତାକାଲି କୋଟିଆକୁ ନେଇ ସର୍ବଦଳୀୟ ବୈଠକ;ସମସ୍ତଙ୍କୁ ନେଇ ଆଗକୁ ବଢ଼ିବୁ କହିଲେ ରାଜସ୍ବ ମନ୍ତ୍ରୀ
- Bomb Threats: ମୁମ୍ବାଇରେ ବିସ୍ଫୋରଣ ନେଇ ମେୟରଙ୍କୁ ଇମେଲ୍, ହାଇଆଲର୍ଟ

Comments are closed.