ନୂଆଦିଲ୍ଲୀ: ତାମିଲନାଡୁରେ ବଢ଼ିଲା ଲକଡାଉନ୍ ଅବଧି । ଦେଶର ୭ମ ରାଜ୍ୟ ଭାବେ ତାମିଲନାଡୁ ତାର ଲକଡାଉନ ଅବଧିକୁ ୩୦ ଯାଏଁ ବୃଦ୍ଧି କରିଛି।
ତାମିଲନାଡୁ ମୁଖ୍ୟମନ୍ତ୍ରୀ କେ ପଲାନିସ୍ୱାମୀ ଲକଡାଉନ ଅବଧି ବୃଦ୍ଧି ସମ୍ପର୍କରେ ଘୋଷଣା କରିଛନ୍ତି। ସେ କହିଛନ୍ତି, କରୋନା ମୁକାବିଲା ପାଇଁ ଲକଡାଉନକୁ ବୃଦ୍ଧି କରାଯାଇଛି। ଏହା ଏପ୍ରିଲ ୩୦ ଯାଏ ସଂପୂର୍ଣ୍ଣ ଭାବେ କଡ଼ାକଡ଼ି ପାଳନ ହେବ। ସ୍ୱାସ୍ଥ୍ୟ ବିଶେଷଜ୍ଞମାନଙ୍କ ସହ ଆଲୋଚନା କରାଯାଇ ଏଭଳି ନିଷ୍ପତ୍ତି ନିଆଯାଇଛି। ତେଣୁ ଲୋକମାନଙ୍କୁ ଏଥିରେ ସହଯୋଗ କରିବାକୁ ସେ ନିବେଦନ କରିଛନ୍ତି ।
ତାମିଲନାଡୁ ପୂର୍ବରୁ ମହାରାଷ୍ଟ୍ର, କର୍ଣ୍ଣାଟକ, ପଶ୍ଚିମବଙ୍ଗ, ଓଡ଼ିଶା ଏବଂ ପଞ୍ଜାବ ସରକାର ଲକଡାଉନର ଅବଧିକୁ ବଢାଇଥିଲେ । ମହାରାଷ୍ଟ୍ର, କର୍ଣ୍ଣାଟକ, ପଶ୍ଚିମବଙ୍ଗ ଏବଂ ଓଡ଼ିଶା ସରକାର ଏପ୍ରିଲ ୩୦ପର୍ୟ୍ୟନ୍ତ ଲକଡାଉନ ଅବଧି ବଢ଼ାଇଥିବା ବେଳେ ପଞ୍ଜାବ ସରକାର ମେ ୧ପର୍ୟ୍ୟନ୍ତ ଲକଡାଉନ ଲକଡାଉନ ଅବଧି ବଢ଼ାଇ ଥିଲେ ।
BREAKING NEWS
- ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପ-ନିର୍ଦ୍ଦେଶକଙ୍କ ପାଖରେ କୋଟିକୋଟି ସମ୍ପତି, ଗିରଫ କଲା ଭିଜିଲାନ୍ସ
- ମୁକେଶ ଅମ୍ବାନୀଙ୍କୁ କାହିଁକି ‘ପ୍ରଧାନମନ୍ତ୍ରୀ’ କହିଲେ ଏଲନ ମସ୍କ…
- CJPର ଆନ୍ଦୋଳନ ପୂର୍ବରୁ ବିମାନରୁ ଅଭିଜିତଙ୍କୁ ଟେକିନେଲା ପୋଲିସ
- ଶକ୍ତିଶାଳୀ ଭୂକମ୍ପରେ ଥରିଲା ପାନାମା; ସୁନାମି ଆଲର୍ଟ ଜାରି…
- ମହଙ୍ଗା ପଡିଲା ସାପ ସହ ରିଲ୍ସ; ନାଗ ଚୋଟରେ ଗଲା ଯୁବକଙ୍କ ଜୀବନ
- ୯.୨୪ କୋଟିର ସରକାରୀ ପାଣ୍ଠି ଆତ୍ମସାତ୍; ଆଉ ୩ ଗିରଫ
- ଛାତ୍ର ସଂସଦ ନିର୍ବାଚନ ବାତିଲ ନେଇ ଭଦ୍ରକ କଲେଜରେ ସାଇନ୍ ଡାଏ
- Salman Khan: ଫ୍ୟାନ୍ସଙ୍କୁ ଚମକାଇଲେ ଭାଇଜାନ୍! ହାଫ୍ ପ୍ୟାଣ୍ଟ ପିନ୍ଧି YouTubeରେ ଏଣ୍ଟ୍ରି କଲେ ସଲମାନ ଖାନ୍, ଛାଡ଼ିଦେବେ କି ଅଭିନୟ?
- ଦିଲ୍ଲୀ ମୁହାଁ CJP ସମର୍ଥକ; ଆନ୍ଦୋଳନ ଅଟକାଇବାକୁ ସମସ୍ତ ରାଜ୍ୟକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟର କଡ଼ା ନିର୍ଦ୍ଦେଶ
- Vote Chori Proof: ସିଇସିଙ୍କ ଇସ୍ତଫା ଦାବିରେ ରାଷ୍ଟ୍ରପତିଙ୍କୁ ଭେଟିଲା ଇଣ୍ଡି ମେଣ୍ଟ, ଭୋଟ ଚୋରିର ପ୍ରମାଣ ମାଗିଲେ ମହାମହିମ, ରାହୁଲ କହିଲେ…

Comments are closed.