ଚେନ୍ନାଇ: ତାମିଲନାଡୁ ସରକାର ଶୁକ୍ରବାର ଦିନ ମତଦାନ ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି ରାଜ୍ୟର ଚାଷୀଙ୍କ ପାଇଁ ସହାୟତା ପଦକ୍ଷେପ ଗ୍ରହଣ କରିଛନ୍ତି। ଏହା ଅଧୀନରେ ରାଜ୍ୟର ସମବାୟ ବ୍ୟାଙ୍କରୁ ନିଆଯାଇଥିବା ଫସଲ ଋଣ ଛାଡ଼ କରାଯାଇଛି। ରାଜ୍ୟ ସରକାର (ତାମିଲନାଡୁ ସରକାର) ସାରା ରାଜ୍ୟରେ ଚାଷୀଙ୍କ ଦ୍ୱାରା ନିଆଯାଇଥିବା ଋଣ ଛାଡ କରିବାକୁ ଘୋଷଣା କରିଛନ୍ତି। ରାଜ୍ୟର ସମବାୟ ବ୍ୟାଙ୍କରୁ କୃଷକମାନେ ନେଇଥିବା ମୋଟ ୧୨,୧୧୦ କୋଟି ଟଙ୍କାର ଋଣ ଛାଡ କରିବାକୁ ରାଜ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାଦ୍ୱାରା ସାରା ରାଜ୍ୟରେ ୧୬.୪୩ ଲକ୍ଷ ଚାଷୀ ଉପକୃତ ହେବେ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.