ନୂଆଦିଲ୍ଲୀ: କରୋନା ଯୋଗୁ ଦୀର୍ଘ ୯ ମାସ ଧରି ବନ୍ଦ ଥିବା ବଡ଼ ସ୍କୁଲ ଖୋଲିବାକୁ ତାମିଲନାଡୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। କରୋନା ସଂକ୍ରମଣ ହେତୁ ସାରା ଦେଶରେ ଲକ୍ଡାଉନ୍ ହୋଇଥିବା ଯୋଗୁ ଦେଶରେ ସମସ୍ତ ସ୍କୁଲ୍ କଲେଜଗୁଡ଼ିକ ବନ୍ଦ ରଖାଯାଇଥିଲା। ବର୍ତ୍ତମାନ ନିଷ୍ପତ୍ତି ପରେ ୧୬ ନଭେମ୍ବରରୁ ତାମିଲନାଡୁରେ ବିଦ୍ୟାଳୟଗୁଡ଼ିକ ଖୋଲାଯିବ। ଏଥି ସହିତ ନଭେମ୍ବର ୧୦ ରୁ ଜିମ୍ ଏବଂ ସିନେମା ହଲ୍ ଖୋଲିବାକୁ ମଧ୍ୟ ଅନୁମତି ପ୍ରଦାନ କରାଯାଇଛି।
ତାମିଲନାଡୁ ସରକାର ଶନିବାର ଏହି ନିର୍ଦ୍ଦେଶନାମା ଜାରି କରି ୫୦ ପ୍ରତିଶତ ଦର୍ଶକଙ୍କ ସହିତ ରାଜ୍ୟରେ ସିନେମା ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ସହିତ ନଭେମ୍ବର ୧୦ ରୁ ପ୍ରାଣୀ ଉଦ୍ୟାନ, ମନୋରଞ୍ଜନ ପାର୍କ ଏବଂ ସଂଗ୍ରହାଳୟ ଆଦି ଖୋଲିବାକୁ ଅନୁମତି ଦିଆଯିବ ବୋଲି ରାଜ୍ୟ ସରକାର କହିଛନ୍ତି। ନଭେମ୍ବର ୧୬ ରୁ ଧାର୍ମିକ, ସମ୍ପ୍ରଦାୟ ଏବଂ ସାଂସ୍କୃତିକ ସମାରୋହକୁ ମଧ୍ୟ ଅନୁମତି ମିଳିବ।
BREAKING NEWS
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
- BJD Suspend: ମଞ୍ଜୁଲତା ଓ ମୁକ୍ତିକାନ୍ତ ବିଜେଡିରୁ ସସ୍ପେଣ୍ଡ୍
Comments are closed.