Latest Odisha News

BREAKING NEWS

ତନିଶା ମୁଖାର୍ଜୀ କରୋନା ପଜିଟିଭ

ନୂଆଦିଲ୍ଲୀ: ବଲିଉଡ୍‌ ଅଭିନେତ୍ରୀ ତଥା ଅଭିନେତ୍ରୀ କାଜୋଲଙ୍କ ଭଉଣୀ ତନିଶା ମୁଖାର୍ଜୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ତନିଶା ସୋସିଆଲ ମିଡିଆରେ ସେୟାର କରିଥିଲେ। ତନିଶା ଏହା ମଧ୍ୟ ସୂଚନା ଦେଇଛନ୍ତି ଯେ ସେ ଏବେ ନିଜ ଘରେ ସଙ୍ଗରୋଧରେ ରହିଛନ୍ତି।

ନିକଟରେ ତାଙ୍କ ବଡ଼ ଭଉଣୀ କାଜୋଲଙ୍କ ଜନ୍ମଦିନ ବେଶ୍‌ ଧୁମ୍‌ଧାମ୍‌ରେ ପାଳନ କରିଥିଲେ। ଏହାପରେ ତନିଶା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.