ମୁମ୍ବାଇ: ପୁଣି ଥରେ ଏକାଠି ହୋଇଛନ୍ତି ବଲିଉଡର ହ୍ୟାଣ୍ଡସମ ହଙ୍କ ସିଦ୍ଧାର୍ଥ ମଲହୋତ୍ରା ଓ ଅଭିନେତ୍ରୀ ତାରା ସୁତାରିଆ । ଦୁହିଁଙ୍କ ଏକ ନୂଆ ଗୀତ ରିଲିଜ ହୋଇଛି । ଏହାର ନାଁ ରହିଛି ‘ମସକଲି 2.0’ ।
ଏହି ଗୀତରେ ଦୁହିଁଙ୍କ ଜବରଦସ୍ତ କେମେଷ୍ଟ୍ରି ଦେଖିବାକୁ ମିଳିଛି । ଗୀତଟିକୁ ଗାଇଛନ୍ତି ତୁଲସୀ କୁମାର ଓ ସଚେତ ଟଣ୍ଡନ । ଏହାର ନିର୍ଦ୍ଦେଶନା ଦେଇଛନ୍ତି ତନିଷ୍କ ବାଗଚି । ଏହି ପୂରା ଗୀତଟି ଗୋଟିଏ ଘର ହିଁ ଭିତରେ ସୁଟ ହୋଇଛି ।
ଗୀତଟି ରିଲିଜ ହେବାର କିଛି ଘଂଟା ମଧ୍ୟରେ ସୋସିଆଲ୍ ମିଡିଆରେ ଭାଇରାଲ ହେଉଛି । ଏହାକୁ ଦର୍ଶକେ ବେଶ୍ ପସନ୍ଦ ମଧ୍ୟ କରିଛନ୍ତି । ଏହି ଗୀତଟି ହେଉଛି ଅଭିଷେକ ବଚ୍ଚନ ଓ ସୋନମ କପୁରଙ୍କ ଅଭିନୀତ ଫିଲ୍ମ ‘ଦିଲ୍ଲୀ-୬’ ରିମିକ୍ସ ଭର୍ସନ ।
BREAKING NEWS
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
- ଯଶସ୍ୱୀ, ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ରାଜସ୍ଥାନ ନିକଟରୁ ଶୋଚନୀୟ ଭାବେ ହାରିଲା ଚେନ୍ନାଇ
- BJP: ପଦ୍ମ ଧରିଲେ କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
- Bbsr-Singapore Flights Cancelled:ଯୁଦ୍ଧର ପ୍ରଭାବ…ଭୁବନେଶ୍ବରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନସେବା ବନ୍ଦ
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
- ହାର୍ଦ୍ଦିକଙ୍କ ବ୍ୟାଟ ଚୋରୀ କରି ନେଇଗଲେ ରିଙ୍କୁ
- AI in healthcare: ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଭାରତ ବିଶ୍ୱର ତୃତୀୟ ଶ୍ରେଷ୍ଠ ଦେଶ
- କମାଣ୍ଡର ଚେଲ୍ଲୁରି ନାରାୟଣ ରାଓଙ୍କ ସମେତ ୮ ନକ୍ସଲଙ୍କ ଆତ୍ମସମର୍ପଣ ,ମୁଣ୍ଡରେ ଥିଲା ୨୫ଲକ୍ଷ
Comments are closed.