ପଂଜାବ: ପଂଜାବର ତରନତାରନ୍ରେ ନଗର ସଂକିର୍ତ୍ତନ ବେଳେ ବଡ ଧରଣର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୧୫ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଏଥିସହ ଅନେକ ଲୋକେ ଆହତ ହୋଇଛନ୍ତି । ସେମାନଙ୍କୁ ନିଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅହତମାନଙ୍କ ମଧ୍ୟରେ ୬ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ସେହିପରି ଆହତଙ୍କ ମଧ୍ୟରେ ଅନେକ ଛୋଟ ପିଲା ଥିବା ଜଣାପଡିଛି ।
ବାବା ଦୀପ ସିଂଜୀଙ୍କ ଜନ୍ମୋତ୍ସବ ଅବସରରେ ନଗର ସଂକିର୍ତ୍ତନର ଆୟୋଜନ କରାଯାଇଥିଲା । ଏହି ସମୟରେ ହଠାତ୍ ନିଆଁ ଲାଗି ଏକ ଟ୍ରାକ୍ଟରର ଟ୍ରଲି ରଖାଯାଇଥିବା ବାଣରେ ବିସ୍ଫୋରଣ ଘଟିଥିଲା । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି । ବିସ୍ଫୋରଣ ପରେ ସ୍ଥାନୀୟ ଅଚଂଳରେ ଭୟର ବାତାବରଣ ସୃଷ୍ଟି ହୋଇଛି । ସେପଟେ ବିସ୍ଫୋରଣ ଯୋଗୁଁ ମୃତ୍ୟୁ ସଂଖ୍ୟା ବଢ଼ିବା ନେଇ ଆଶଙ୍କା କରାଯାଉଛି ।
BREAKING NEWS
- ବାଂଲାଦେଶରେ ଉତ୍ତେଜନା; ପୋଲିସ ହେପାଜତରେ ଆୱାମୀ ଲିଗ୍ ନେତାଙ୍କ ମୃତ୍ୟୁ
- ବିସିବିର ଆଉ ଏକ ମିଛ ଧରିଲା ଆଇସିସି
- ଫେବୃଆରୀ ୧ରେ ଆସିବ କେନ୍ଦ୍ରୀୟ ବଜେଟ, ରବିବାର ହେବ…
- Jagdeep Dhankhar Hospitalised At AIIMS: ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏମ୍ସରେ ଭର୍ତ୍ତି; ଗତ ସପ୍ତାହରେ ଦୁଇଥର ଅଚେତ…
- ବସ୍ ସହ ସ୍କୁଟିର ହେଲା ଧକ୍କା ,ଦୁର୍ଘଟଣାରେ ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
- ରହିବନି କୋଟା ଓ ଆରଏସି; ବନ୍ଦେ ଭାରତ ସ୍ଲିପର ଟ୍ରେନରେ ମିଳିବ ଏହି ସୁବିଧା…
- କଳିଙ୍ଗା ଘାଟିରେ ‘ସତର୍କ ସୂଚନା ଘଣ୍ଟି’ ଉଦ୍ଘାଟିତ
- କୋହଲି ଅହଙ୍କାରୀ କି ନୁହେଁ କହିଲେ ସାଥୀ ଖେଳାଳି
- କୋର୍ଟକୁ ଆସିଲେନି ପିୟୂଷ
- ୬୯ତମ ଜାତୀୟ ବିଦ୍ୟାଳୟ ସମୂହ ତୀରନ୍ଦାଜ ପ୍ରତିଯୋଗିତା: ଓଡ଼ିଶା ରନର୍ସଅପ୍
Comments are closed.