ରାୟଗଡ଼ା: ମୂଲ୍ୟବାନ ରତ୍ନ ପଥର ଜବତ ଘଟଣାରେ ଆଉ ଦୁଇ ଜଣ ଗିରଫ । ଏମାନଙ୍କ ଭିତରେ ଜଣେ ଶିକ୍ଷକ ଅଛନ୍ତି । ତାଙ୍କ ନାଁ ରାଧାମୋହନ ମାହାନା ଓ ଘର ବୌଦ୍ଧ ଜିଲ୍ଲାରେ । ସେ ଜଣେ ବ୍ଲକଗ୍ରାଣ୍ଟ ଶିକ୍ଷକ । ଅନ୍ୟ ଜଣେ ହେଲେ ମୁନିଗୁଡ଼ାର ସୁବାସ ରତ୍ନଲୁ । ଏଦୁହେଁ ରତ୍ନ ପଥର ଯୋଗାଣ କରୁଥିଲେ ।
ଏମାନେ ମୁଖ୍ୟ ଅଭିଯୁକ୍ତ ଜିତେନ୍ଦ୍ର ବେହେରାଙ୍କଠାରୁ ରତ୍ନ ପଥର କିଣଉଥିଲେ । ଦୁଇ ଦିନ ତଳେ ଜିତେନ୍ଦ୍ର ବେଆଇନ ରତ୍ନ ପଥର ଚାଲାଣ ବେଳେ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍ । ୧୫୩ କିଲୋଗ୍ରାମର ରତ୍ନ ପଥର ଜବତ ହୋଇଥିଲା । ଜିତେନ୍ଦ୍ରଙ୍କୁ ପଚରାଉଚରା ପରେ ଅନ୍ୟ ଦୁଇ ଜଣଙ୍କୁ ଗିରଫ କରାଯାଇଛି ।
BREAKING NEWS
- ସାହରପଡ଼ା ଫାଣ୍ଡି ଅଧିକାରୀ ସସ୍ପେଣ୍ଡ
- ଟିମ ଇଣ୍ଡିଆର କ୍ଲିନ ସୁଇପ ଆଶା ଧୂଳିସାତ କଲେ ହୋପ
- Former CBI Director M. Nageshwar Rao:ରାଜନୀତିରେ ଏଣ୍ଟ୍ରି ମାରିଲେ ଓଡ଼ିଶା କ୍ୟାଡରର ଏହି ଆଇପିଏସ୍ ଅଧିକାରୀ;ସନାତନ ସମ୍ପର୍କରେ ଦେଲେ ବଡ ବୟାନ
- ଐତିହାସିକ ଫୁଟବଲ୍ ମ୍ୟାଚ୍ରେ ଭାରତକୁ ୪-୦ରେ ହରାଇଲା ବ୍ରାଜିଲ; ଏଷ୍ଟେଭାଓ, ପେଡ୍ରୋ ଓ ସାମୁଏଲ୍ ଲିନୋଙ୍କ ଗୋଲ୍
- Krushi Unnata Sahayogi: ‘କୃଷି ଉନ୍ନତ ସହଯୋଗୀ’ର ଶୁଭାରମ୍ଭ:୩୧୪ ବ୍ଲକରେ ନିୟୋଜିତ ହେବେ ୯୬୪ ଜଣ କୃଷି ଛାତ୍ର ସହଯୋଗୀ
- ଭାରତୀୟ ଦଳର ଏକଦିବସୀୟରେ ନୂଆ ଛକା ରେକର୍ଡ
- CJP protest at Shivaji Park:ମୁମ୍ବାଇ ପୋଲିସର କାର୍ଯ୍ୟାନୁଷ୍ଠାନ;ଦିପକେଙ୍କ ସମେତ ୫୦୦ଜଣଙ୍କ ବିରୁଦ୍ଧରେ ମାମଲା ରୁଜୁ
- ଶାରଦୀୟ ଦୁର୍ଗାପୂଜା; ଆଜିଠୁ ଶ୍ରୀକ୍ଷେତ୍ରରେ ଷୋଳପୂଜା ବିଧି ଆରମ୍ଭ
- Strait of Hormuz:ହର୍ମୁଜରେ ଅଶୋଧିତ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ଉଦ୍ଧାର
- ଏମ.ଏସ. ଧୋନିଙ୍କ ରେକର୍ଡ ସହ ସମକକ୍ଷ ହେଲେ ରାହୁଲ

Comments are closed.