କାମାକ୍ଷାନଗର: ରୋଗ କ’ଣ ମାନବିକତାକୁ ବି ମାରିଦିଏ ??ମଷିଣ ପଣିଆ ବି ହଜିଯାଏ?? କରୋନା ତ ଯାହା କଲା । ହେଲେ ପ୍ରଶାସନ କଣ ଠିକ୍ କରିଲା । କରୋନାରେ ଆକ୍ରାନ୍ତ ଥିଲେ ବୋଲି ଜଣେ ଶିକ୍ଷକଙ୍କ ମୃତ ଦେହକୁ ଜଙ୍ଗଲରେ ଫିଙ୍ଗି ଦେବା କେତେ ଦୂର ଠିକ୍? ମୃତ ଦେହକୁ ଦାହ ନକରି କୁକର ବିଲୁଆଙ୍କ ପାଖରେ ଫୋପାଡି ଦେବା ଜଣେ ମୃତ ଶିକ୍ଷକଙ୍କ ପ୍ରତି ଯଥୋଚିତ ସମ୍ମାନ କି?? ସୋସିଆଲ ମିଡିଆରେ ଘୁରବୁଲୁଛି କାମାକ୍ଷାନଗରର ମୃତ ଶିକ୍ଷକଙ୍କ ଜଙ୍ଗଲରେ ପଡି ରହିଥିବା ଚିତ୍ର । ଯାହା ବେଶ୍ ହୃଦୟ ବିିଦାରକ ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.