ଜି ଉଦୟଗିରି:ଫୁଲବାଣୀ ରୁ ଜି ଉଦୟଗିରି ଆସୁଥିବା ବେଳେ ଭଞ୍ଜପଦର ପାଖରେ ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର । ଘଟଣା ସ୍ଥଳରେ ଶିକ୍ଷକ ନାରାୟଣ ସାହୁଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏହା ସହ ଗୁରୁତର ଶିକ୍ଷକ ସାନ୍ତୁନୁ ଆଚାର୍ଯ୍ୟ ଙ୍କୁ ଟିକାବାଲି ମେଡ଼ିକାଲ କୁ 108 ଯୋଗେ ଅଣାଯାଇଥିଲା। କିନ୍ତୁ ସାନ୍ତୁନୁଙ୍କର ଅବସ୍ଥା ଅତି ଗୁରତର ହେବାରୁ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ଗାଡିଟି କ୍ଷିପ୍ର ଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିବାର ଅନୁମାନ କରାଯାଉଛି ବୋଲି ଟିକାବାଲି ପୋଲିସ କହିଛି।
BREAKING NEWS
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ; ‘ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
- Ganja Seized: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ ଫେରାର
- ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖୁସୀ ଖବର, ନେଟ୍ସକୁ ଫେରିଲେ କ୍ୟାପଟେନ କୁଲ
- ୧୫ ବର୍ଷ ପରେ ଆରମ୍ଭ ହେଲା ଜନଗଣନା, ପ୍ରଥମ ଦିନରେ ୧୭ ହଜାର ଲୋକ କରିଛନ୍ତି ନଜିର ଜନ ଗଣନା
- Gold rate: ହଳଦିଆ ଓ ଧଳା ଧାତୁର କମିଲା ଦର
Comments are closed.