ବିଶାଖାପାଟଣା: ବିରାଟ କୋହଲି ୪୦୦ ଅନ୍ତଃରାଷ୍ଟ୍ରୀୟ ମ୍ୟାଚ ଖେଳିବାର ଗୌରବ ଅର୍ଜନ କରିଛନ୍ତି । ସେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆ ଅବସରରେ ଏହି କୀର୍ତିମାନ ସ୍ଥାପନ କରିଛନ୍ତି । ଏହି ମ୍ୟାଚ ବିଶାଖପଟମନରେ ଖେଳାଯାଉଛି ।
କୋହଲି ୮ମ ଭାରତୀୟ ଏବଂ ବିଶ୍ୱରେ ୩୩ତମ ଖେଳାଳି ଭାବେ ୪୦୦ ଅନ୍ତଃରାଷ୍ଟ୍ରୀୟ ମ୍ୟାଚ ଖେଳିଛନ୍ତି । ସେ ୨୪୧ ଦିନିକିଆ, ୮୪ ଟେଷ୍ଟ ଏବଂ ୭୫ ଟି୨୦ ମ୍ୟାଚ ଖେଳିଛନ୍ତି ।
ଏହି ତାଲିକାରେ ସଚିନ ତେନ୍ଦୁଲକର ୬୬୪ ମ୍ୟାଚ ଖେଳି ପ୍ରଥମ ସ୍ଥାନରେ ରହିଛନ୍ତି । ତେନ୍ଦୁଲକରଙ୍କ ପଛକୁ କୁମରା ସଙ୍ଗକାରା ୬୫୨, ସନଥ ଜୟସୁରିୟା ୫୯୪, ରିକି ପଂଟି ୫୬୦ ଓ ମହେନ୍ଦ୍ର ସିଂ ଧୋନୀ ୫୩୮ ମ୍ୟାଚ ଖେଳିଛନ୍ତ୍ି । ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ ଭାରତ ୮ ଉଇକେଟରେ ପରାସ୍ତ ହୋଇଥିଲା ।
BREAKING NEWS
- ବଜେଟରେ ନାଖୁସ ଶଶି ଥରୁର: କହିଲେ, ନିର୍ବାଚନ ରାଜ୍ୟ ହେବା ସତ୍ତ୍ୱେ କେରଳକୁ କରାଗଲା ଅଣଦେଖା
- ଭାରତ ଇରାନରୁ ନୁହେଁ, ଭେନେଜୁଏଲାରୁ ତେଲ କିଣିବ: ବଡ଼ ଘୋଷଣା କଲେ ଟ୍ରମ୍ପ
- Union Budget 2026: ଓଡିଶା ଉପରେ ବଜେଟ ବର୍ଷା, ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ…
- Union Budget 2026: ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା…
- ମଧୁମେହ ଏବଂ ଉଚ୍ଚ ରକ୍ତଚାପ ଥିବା ଲୋକଙ୍କ ହ୍ରାସ ପାଏ କି ଶ୍ରବଣ ଶକ୍ତି ?
- Budget2026: ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
- Union Budget 2026: ଜାଣନ୍ତୁ…କ’ଣ ମହଙ୍ଗା, କ’ଣ ଶସ୍ତା?
- Union Budget 2026: ଶସ୍ତା ହେବ କର୍କଟ, ମଧୁମେହ ଏବଂ ଅଟୋଇମ୍ମ୍ୟୁନ୍ ରୋଗର ଔଷଧ…
- ବଜେଟ୍ ୨୦୨୬: ବାୟୋଫାର୍ମାକୁ ଫୋକସ, ୧୦ ହଜାର କୋଟି ଟଙ୍କା ହେବ ନିବେଶ
- ବଜେଟ୍ ୨୦୨୬-୨୭ରେ ଗରିବ, ଅସହାୟ ଏବଂ ବଞ୍ଚିତ ଶ୍ରେଣୀର ବିକାଶ ଉପରେ ଫୋକସ୍
Comments are closed.