ପୁରୀ: ୨୦୨୨ ପାଇଁ ଭାରତର ବ୍ୟସ୍ତବହୂଳ କାର୍ଯ୍ୟସୂଚୀ ଘୋଷିତ । ଭାରତ ପାଇଁ ଏଥର ଟି୨୦ ବିଶ୍ୱକପ ଜିତିବା ସୁଯୋଗ ମଧ୍ୟ ରହିଛି ।
ଜାନୁୟାରୀ: ଡିସେମ୍ବର ୨୬ରୁ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟେଷ୍ଟ ସିରିଜ ଆରମ୍ଭ ହୋଇଯାଇଛି । ଜାନୁୟାରୀ ବାକି ଥିବା ୨ ଟେଷ୍ଟ ଏବଂ ଦିନିକିଆ ସିରିଜ ଖେଳାଯିବ ।
ଫେବୃୟାରୀ: ଦକ୍ଷିଣ ଆଫ୍ରିକା ଗସ୍ତରୁ ଫେରିବା ପରେ ଭାରତ ଘରୋଇ ପରିବେଶରେ ୱେଷ୍ଟଇଣ୍ଡିଜ ସହ ୩ଟି ଦିନିକିଆ ଏବଂ ସମାନ ସଂଖ୍ୟକ ଟି୨୦ ମ୍ୟାଚ ଖେଳିବ । ଏହି ସିରିଜ ପରେ ଶ୍ରୀଲଙ୍କା ବିପକ୍ଷରେ ୨ଟି ଟେଷ୍ଟ ଖେଳିବ ।
ମାର୍ଚ୍ଚ: ଶ୍ରୀଲଙ୍କା ବିପକ୍ଷ ସିରିଜର ଦ୍ୱିତୀୟ ଟେଷ୍ଟ ଏବଂ ଟି୨୦ ସିରିଜ ମାର୍ଚ୍ଚରେ ଖେଳାଯିବ । ଏହା ପରେ ବିସିସିଆଇ ଆଇପିଏଲ ପ୍ରସ୍ତୁତି ଆରମ୍ଭ କରିବ ।
ଏପ୍ରିଲ-ମେ: ଆଇପିଏଲରେ ବ୍ୟସ୍ତ ରହିବେ ଟିମ ଇଣ୍ଡିଆ ଖେଳାଳି ।
ଜୁନ: ଏହା ପରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟିମ ଇଣ୍ଡିଆ ଘରୋଇ ମାଟିରେ ୫ ଟେଷ୍ଟ ଓ ଟି୨୦ ମ୍ୟାଚ ଖେଳିବ ।
ଜୁଲାଇ: ଭାରତ ଟିମ ଇଂଲଣ୍ଡରେ ୩ଟି ଟି୨୦ ଓ ୩ଟି ଦିନିକିଆ ମ୍ୟାଚ ଖେଳିବ । ଏହା ବ୍ୟତୀତ ଗୋଟିଏ ଟେଷ୍ଟ ମ୍ୟାଚ ମଧ୍ୟ ଖେଳିବ । ୨୦୨୧ରେ କୋଭିଡ ୧୯ ମହାମାରୀ ଯୋଗୁ ବକେୟା ଥିବା ୫ମ ଟେଷ୍ଟ ଏଠାରେ ଖେଳାଯିବ ।
ଅଗଷ୍ଟ-ସେପ୍ଟମ୍ବର: ତାରିଖର ଘୋଷଣା ହୋଇ ନ ଥିଲେ ମଧ୍ୟ ଭାରତ ଏହି ମାସରେ ହେବାକୁ ଥିବା ଏସିଆ କପରେ ଅଂଶଗ୍ରହଣ କରିପାରେବ ।
ଅକ୍ଟୋବର-ନଭେମ୍ବର: ଟି୨୦ ବିଶ୍ୱକପ ଖେଳିବା ପାଇଁ ଭାରତ ଅଷ୍ଟ୍ରେଲିଆ ଗସ୍ତରେ ଯିବ ।
BREAKING NEWS
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
Comments are closed.