ଭୁବନେଶ୍ୱର: ମୈତ୍ରୀ ବିହାରରେ ଥିବା ଟେକ୍ ମହିନ୍ଦ୍ରାକୁ ସିଲ୍ କଲା ବିଏମସି । ବିଗତ ୩ ଦିନ ମଧ୍ୟରେ ଲଗାତାର ୭ କୋଭିଡ ଆକ୍ରାନ୍ତ ଚିହ୍ନଟ ହେବା ପରେ ଟେକ୍ ମହିନ୍ଦ୍ରାକୁ ସିଲ୍ କରିଛନ୍ତି ବିଏମସି କର୍ତ୍ତୃପକ୍ଷ । ଆଜି ଠାରୁ ପୂରା ବିଲଡିଂକୁ ସିଲ୍ କରାଯିବା ସହ ୨୦ ତାରିଖ ପର୍ୟ୍ୟନ୍ତ ୬୭ ଜଣ କର୍ମଚାରୀଙ୍କୁ ହୋମ୍ କ୍ୱାରେଂଟିନରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏହା ସହ ବିଏମସି ପକ୍ଷରୁ ସମସ୍ତ ୬୭ ଜଣ କର୍ମଚାରୀଙ୍କ କରୋନା ଟେଷ୍ଟ କରାଯିବା ପାଇଁ ନିଷ୍ପତି ନିଆଯାଇଛି ।
BREAKING NEWS
- ଏଥର ଆଗୁଆ ମିଳିବ ପାଣିପାଗ ସୂଚନା, ଉଦ୍ଘାଟନ ହେଲା ଡପଲର ୱେଦର ରାଡାର କେନ୍ଦ୍ର
- ଶ୍ମଶାନକୁ ନାହିଁ ରାସ୍ତା;ଶବ ସତ୍କାର ପାଇଁ ଉଛୁଳା ନଦୀ ପାର ହେଉଛନ୍ତି ସମ୍ପର୍କୀୟ
- Pak Navy Ship: ଧକ୍କା ହେଲା ଭାରତ-ପାକ୍ ନୌସେନା ଜାହାଜ, ପାକ୍ ଦୂତଙ୍କୁ ଡାକି ବର୍ଷିଲା ଭାରତ!
- Bengaluru Woman Died: ଚକୋଲେଟ୍ ଖାଇଲେ, ଗାଧୋଇ ଗଲେ…କିଛି ମିନିଟ୍ ପରେ ଚାଲିଗଲା ଜୀବନ!
- ଶଙ୍ଖ ନଦୀରେ ଆଗ ପଛ ହୋଇ ବୁଡ଼ିଗଲେ ୬ ନାବାଳିକା,ଚାଲିଗଲା ୩ ଜୀବନ
- Odisha Inflation: ଦେଶରେ କମ୍, ରାଜ୍ୟରେ ଅଧିକ; ପକେଟକୁ ଭାରୀ ବାଧୁଛି…ଓଡିଶା ରୋଷେଇ ଘରକୁ ମହଙ୍ଗା ଚଡକ…
- ଭାରତୀୟ ଜାହାଜ ସହ ଧକ୍କା ହେଲା ପାକିସ୍ତାନୀ ଜାହାଜ, ନିନ୍ଦା କଲା…
- ସେନା ମେଡାଲ୍ ବିଜେତାଙ୍କୁ ଆଜୀବନ ଟ୍ରେନ୍ ଯାତ୍ରା ମାଗଣା
- Flight Scare: ଆକାଶରେ ହଠାତ୍ ଥରିଲା ଫ୍ଲାଇଟ୍, ଭୟରେ ‘ୱାହେଗୁରୁ’ ଜପିଲେ ଶେହନାଜ ଗିଲ୍…ତା’ ପରେ କିଛି ଏମିତି ହେଲା…
- UPI vs Cash: କେଉଁଟି ଅଧିକ ଟଙ୍କା ସଞ୍ଚୟ ହୁଏ?

Comments are closed.