Latest Odisha News

BREAKING NEWS

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ସୁପରଭାଇଜର

କେନ୍ଦୁଝର : ଭିଜାଲାନ୍ସ ଜାଲରେ ଲାଞ୍ଚୁଆ ସୁପରଭାଇଜର। ଲାଞ୍ଚ ନେବା ବେଳେ କେନ୍ଦୁଝର ସଦର ତହସିଲ ରାଜସ୍ୱ ସୁପରଭାଇଜର ଗିରଫ ହୋଇଛନ୍ତି ।ସୁପରଭାଇଜର ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କେନ୍ଦୁଝର ଭିଜିଲାନ୍ସ ହାତରେ ଗିରଫ ହୋଇଥିଲେ । ଜଣେ ବ୍ୟକ୍ତିଙ୍କ ଠାରୁ ମ୍ୟୁଟେସନ କେସର ଫିଲଡ ଫେରିଫିକେସନ କରି ତହସିଲଦାରଙ୍କୁ ରିପୋର୍ଟ ଦେବା ପାଇଁ ସେ ଲାଞ୍ଚ ନେଉଥିଲେ । ଖବର ପାଇ କେନ୍ଦୁଝର ଭିଜିଲାନ୍ସ ସୁପରଭାଇଜର ହୃଦାନନ୍ଦ ସାହୁଙ୍କୁ ଗିରଫ କରିଥିଲା।

Leave A Reply

Your email address will not be published.